Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 25:5 - ପବିତ୍ର ବାଇବଲ

5 ରକ୍ତୀକୃତ ମେଷଚର୍ମ, ଶିଶୁକଚର୍ମ ଓ ଶିଟୀମ୍ କାଷ୍ଠ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଓ ରକ୍ତୀକୃତ ମେଷଚର୍ମ ଓ ଶିଶୁକ ଚର୍ମ ଓ ଶିଟୀମ୍ କାଷ୍ଠ,

Gade chapit la Kopi

ଓଡିଆ ବାଇବେଲ

5 ରକ୍ତୀକୃତ ମେଷର ଚର୍ମ ଓ ଶିଶୁକ ଚର୍ମ, ଶିଟୀମ୍‍ କାଷ୍ଠ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ରକ୍ତୀକୃତ ମେଷର ଚର୍ମ ଓ ଶିଶୁକ ଚର୍ମ, ଶିଟୀମ୍‍ କାଷ୍ଠ,

Gade chapit la Kopi




ଯାତ୍ରା ପୁସ୍ତକ 25:5
12 Referans Kwoze  

ଏହା ପରେ ଶିଳ୍ପୀମାନେ ଶିଟୀମ୍ କାଠରେ ପବିତ୍ର ତମ୍ବୁ ନିମିତ୍ତ ଠିଆ ପଟା ତିଆରି କଲେ।


ସେହି ଆଚ୍ଛାଦନ ବସ୍ତ୍ର ନିମନ୍ତେ ପାଞ୍ଚ ଗୋଟି ଶିଟୀମ୍ କାଠର ସ୍ତମ୍ଭ ନିର୍ମାଣ କରି ସୁବର୍ଣ୍ଣ ମଡ଼ାଇବ। ପୁଣି ସୁବର୍ଣ୍ଣରେ ତହିଁର ଆଙ୍କଡ଼ା କରିବ। ତହିଁ ନିମନ୍ତେ ପିତ୍ତଳର ପାଞ୍ଚ ଚୁଙ୍ଗୀ ଢାଳିବ।”


“ଅର୍ଗଳ ତିଆରି କରିବା ପାଇଁ ତୁମ୍ଭେମାନେ ଶିଟୀମ୍ କାଠ ବ୍ୟବହାର କରିବ। ପବିତ୍ର ତମ୍ବୁ ପାଇଁ ପାଞ୍ଚୋଟି ଅର୍ଗଳ ତିଆରି କରିବ ଏକ ପାର୍ଶ୍ୱରେ।


ନୀଳବର୍ଣ୍ଣ, ଧୂମବର୍ଣ୍ଣ ଓ ସିନ୍ଦୁରବର୍ଣ୍ଣ ଓ ଶୁଭ୍ର କ୍ଷୋମସୂତ୍ର ଓ ଛାଗଲୋମ,


ଦୀପ ନିମନ୍ତେ ତୈଳ ପୁଣି ଅଭିଷେକାର୍ଥ ତୈଳ ଓ ସୁଗନ୍ଧି ଧୂପ ନିମନ୍ତେ ଗନ୍ଧ ଦ୍ରବ୍ୟ।


ରକ୍ତୀକୃତ, ମେଷଚର୍ମ, ସୂକ୍ଷ୍ମ ଶିଶୁକଚର୍ମ ଓ ଶିଟୀମକାଠ,


ଯେଉଁମାନଙ୍କ ନିକଟରେ ନୀଳ ଓ ଧୂମ୍ର ଓ ସିନ୍ଦୁରବର୍ଣ୍ଣ ଓ ଶୁଭ୍ର କ୍ଷୋମସୂତ୍ର ଥିଲା, ସେମାନେ ତାହା ଆଣିଲେ। ସେମାନେ ମଧ୍ୟ ଛାଗ ଲୋମ, ଲାଲ ରଙ୍ଗରେ ରଂଜିତ ମେଷଚର୍ମ ଏବଂ ସୂକ୍ଷ୍ମ ଚମଡ଼ା ଆଣିଲେ।


ଏହା ପରେ ସେମାନେ ଆଉ ଦୁଇଟି ଯବନିକା ପ୍ରସ୍ତୁତ କଲେ ସେହି ପବିତ୍ର ତମ୍ବୁ ପାଇଁ, ସେମାନେ ଗୋଟିଏ ଛାତ ରକ୍ତୀ କୃତ ଶିଶୁକଚର୍ମରେ ତିଆରି କଲେ।


ନାଲି ରଙ୍ଗରେ ରଂଜିତ ମେଷ ଚର୍ମରେ ସୂକ୍ଷ୍ମ ଚର୍ମ ନିର୍ମିତ ତମ୍ବୁ ଆଚ୍ଛାଦକ ଏବଂ ପରଦା ତିଆରି କଲେ।


“ତେଣୁ ମୁଁ ଏକ ସିନ୍ଦୁକଟିକୁ ଶିଟୀମ୍ କାଠରେ ପ୍ରସ୍ତୁତ କଲି ଏବଂ ପୂର୍ବପରି ଦୁଇଟି ପ୍ରସ୍ତର ଫଳକ ତିଆରି କରି ପର୍ବତ ଉପରକୁ ଗଲି।


Swiv nou:

Piblisite


Piblisite