Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 25:7 - ପବିତ୍ର ବାଇବଲ

7 ଏଫୋଦ ଓ ବୁକୁପଟାରେ ଏହା ଲଗାଇବା ନିମନ୍ତେ ଗୋମେଦକମଣି ଓ ଅଳଙ୍କାରସବୁ ଗ୍ରହଣ କର।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ପୁଣି ଏଫୋଦଓ ବୁକୁପଟା ନିମନ୍ତେ ଗୋମେଦକ ମଣି ପ୍ରଭୃତି ଖଚନୀୟ ପ୍ରସ୍ତର; ଏହି ସମସ୍ତ ଉପହାର ସେମାନଙ୍କଠାରୁ ଗ୍ରହଣ କରିବ।

Gade chapit la Kopi

ଓଡିଆ ବାଇବେଲ

7 ପୁଣି, ଏଫୋଦ ଓ ବୁକୁପଟା ନିମନ୍ତେ ଗୋମେଦକ ମଣି ପ୍ରଭୃତି ଖଚନୀୟ ପ୍ରସ୍ତର; ଏହି ସମସ୍ତ ଉପହାର ସେମାନଙ୍କଠାରୁ ଗ୍ରହଣ କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ପୁଣି, ଏଫୋଦ ଓ ବୁକୁପଟା ନିମନ୍ତେ ଗୋମେଦକ ମଣି ପ୍ରଭୃତି ଖଚନୀୟ ପ୍ରସ୍ତର; ଏହି ସମସ୍ତ ଉପହାର ସେମାନଙ୍କଠାରୁ ଗ୍ରହଣ କରିବ।

Gade chapit la Kopi




ଯାତ୍ରା ପୁସ୍ତକ 25:7
6 Referans Kwoze  

ବୁକୁପଟା, ଏଫୋଦ, ଗୋଟିଏ ଗ୍ଭେଗା, ଶୁକ୍ଳ ସୁତାରେ ବୁଣା ଯାଇଥିବା ଗ୍ଭେଗା, ପଗଡ଼ି ଓ କଟି ବନ୍ଧନ ସେମାନେ ପ୍ରସ୍ତୁତ କରିବା ଉଚିତ୍। ଏହି ଲୋକମାନେ ଏହିସବୁ ପବିତ୍ର ବସ୍ତ୍ର ତୁମ୍ଭର ଭାଇ ହାରୋଣ ଓ ତାହାର ପୁତ୍ରଗଣ ପାଇଁ ପ୍ରସ୍ତୁତ କରିବେ, ଯେଉଁଥିପାଇଁ ସେମାନେ ମୋର ଯାଜକ ରୂପେ ସେବା କରିବେ।


ଗୋମେଦକମଣି ଏବଂ ଅନ୍ୟାନ୍ୟ ଅଳଙ୍କାର ଏଫୋଦ ଓ ବିଗ୍ଭରାର୍ଥକ ବୁକୁପଟାରେ ଖଚିତ କରିବା ପାଇଁ।


ଅଧ୍ୟକ୍ଷଗଣ ଏଫୋଦ ଓ ବୁକୁପଟା ନିମନ୍ତେ ଗୋମେଦକାଦି ଖଚନାର୍ଥକ ମଣି ଆଣିଲେ।


ତାଙ୍କର ନେତ୍ର ଯୁଗଳ ନଦୀ ନିକଟରେ ଥିବା କପୋତମାନଙ୍କ ତୁଲ୍ୟ। ଦୁ‌ଗ୍‌ଧରେ ଧୌତ ଓ ଯଥା ସ୍ଥାନରେ ସ୍ଥାପିତ।


ସେହି ଦେଶରେ ଚିତ୍ତାକର୍ଷକ ସୁବର୍ଣ୍ଣ, ମୁକ୍ତା ଓ ଗୋମେଦକମଣି ଅଛି।


Swiv nou:

Piblisite


Piblisite