ଯାତ୍ରା ପୁସ୍ତକ 26:10 - ପବିତ୍ର ବାଇବଲ10 ଯୋଡ଼ ସ୍ଥାନରେ ପ୍ରଥମ ଅନ୍ୟ କପଡ଼ା ଧଡ଼ିରେ ପଗ୍ଭଶ୍ ଘୁଣ୍ଡିଘରା କରିବ। ଦ୍ୱିତୀୟ କପଡ଼ା ବିଭାଗର ଯୋଡ଼ ସ୍ଥାନରେ ଧଡ଼ିରେ ପଗ୍ଭଶ୍ ଘୁଣ୍ଡିଘରା କରିବ। Gade chapit laପବିତ୍ର ବାଇବଲ (Re-edited) - (BSI)10 ଆଉ ଯୋଡ଼ ସ୍ଥାନରେ ପ୍ରଥମ ଅନ୍ତ୍ୟ ଯବନିକାର ଧଡ଼ିରେ ପଚାଶ ଘୁଣ୍ତିଘରା କରିବ ଓ ଦ୍ଵିତୀୟ ଯବନିକାର ଯୋଡ଼ସ୍ଥାନ ଧଡ଼ିରେ ପଚାଶ ଘୁଣ୍ତିଘରା କରିବ। Gade chapit laଓଡିଆ ବାଇବେଲ10 ଆଉ ଯୋଡ଼ ସ୍ଥାନରେ ପ୍ରଥମ ଶେଷ ଯବନିକାର ଧଡ଼ିରେ ପଚାଶ ଫାଶ କରିବ ଓ ଦ୍ୱିତୀୟ ଯବନିକାର ଯୋଡ଼ସ୍ଥାନ ଧଡ଼ିରେ ପଚାଶ ଫାଶ କରିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଆଉ ଯୋଡ଼ ସ୍ଥାନରେ ପ୍ରଥମ ଶେଷ ଯବନିକାର ଧଡ଼ିରେ ପଚାଶ ଫାଶ କରିବ ଓ ଦ୍ୱିତୀୟ ଯବନିକାର ଯୋଡ଼ସ୍ଥାନ ଧଡ଼ିରେ ପଚାଶ ଫାଶ କରିବ। Gade chapit la |