Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 26:17 - ପବିତ୍ର ବାଇବଲ

17 ତକ୍ତାର ଦୁଇପାଖ ଦୁଇଟି ଖିଲ ଦ୍ୱାରା ଯୋଡ଼ି ଦିଅ। ପବିତ୍ର ତମ୍ବରୁ କାଠର ତକ୍ତାଗୁଡ଼ିକ ସମାନ ଆକାରର ହେବା ଉଚିତ୍।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ତହିଁର ପରସ୍ପର ଅନୁରୂପ ଦୁଇ ପାଦ କରିବ; ଏହିରୂପେ ଆବାସର ସମସ୍ତ ପଟା ନିମନ୍ତେ ପ୍ରସ୍ତୁତ କରିବ।

Gade chapit la Kopi

ଓଡିଆ ବାଇବେଲ

17 ତହିଁର ପରସ୍ପର ଅନୁରୂପ ଦୁଇ ପାଦ କରିବ; ଏହିରୂପେ ଆବାସର ସମସ୍ତ ପଟା ନିମନ୍ତେ ପ୍ରସ୍ତୁତ କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ତହିଁର ପରସ୍ପର ଅନୁରୂପ ଦୁଇ ପାଦ କରିବ; ଏହିରୂପେ ଆବାସର ସମସ୍ତ ପଟା ନିମନ୍ତେ ପ୍ରସ୍ତୁତ କରିବ।

Gade chapit la Kopi




ଯାତ୍ରା ପୁସ୍ତକ 26:17
5 Referans Kwoze  

ଏହା ପରେ ସେମାନେ ଗ୍ଭଳିଶ୍‌ଟି ରୂପାର ଆଧାର ତିଆରି କଲେ, ତକ୍ତାର ତଳେ ଦେବା ପାଇଁ। ପ୍ରତ୍ୟେକ ତକ୍ତା ପାଇଁ ସେମାନେ ଦୁଇଟି କରି ଆଧାର ପ୍ରସ୍ତୁତ କଲେ। ତକ୍ତାର ପ୍ରତ୍ୟେକ ପାଖ ଗୋଟିଏ ଆଧାର ପ୍ରସ୍ତୁତ କଲେ।


ପ୍ରତ୍ୟେକ ଢାଞ୍ଚା ସମାନ ଆକାରର ଦୁଇଟି ଖିଲ ଥିଲା। ପରସ୍ପର ଅନୁରୂପ ଦୁଇ ଦୁଇ ଫୁଟ୍ ଥିଲା। ଏହିପରି ସେମାନେ ତମ୍ବୁ ନିମନ୍ତେ ଢାଞ୍ଚା ପ୍ରସ୍ତୁତ କଲେ।


ସେହି କୋଡ଼ିଏ ତକ୍ତା ତଳେ ରଖିବା ପାଇଁ ଗ୍ଭଳିଶ୍ ରୂପାର ଆଧାର କର। ପ୍ରତ୍ୟେକ ତକ୍ତା ତଳେ ଦୁଇଟି ଆଧାର ରଖ। ପ୍ରତ୍ୟେକ ତକ୍ତା ତଳେ ଦୁଇଟି ଖିଲ ପାଇଁ ଦୁଇଟି ଆଧାର ରହିବ।


ସେହି ପଟାଗୁଡ଼ିକ ଦଶ ହାତ ଲମ୍ବ, ଦେଢ଼ ହାତ ଚଉଡ଼ା ହେବ।


ପବିତ୍ର ତମ୍ବୁ ତିଆରି କରିବା ପାଇଁ ଦକ୍ଷିଣ ଦିଗରେ କୋଡ଼ିଏଟି କାଠର ତକ୍ତା ବ୍ୟବହାର କର।


Swiv nou:

Piblisite


Piblisite