Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 26:19 - ପବିତ୍ର ବାଇବଲ

19 ସେହି କୋଡ଼ିଏ ତକ୍ତା ତଳେ ରଖିବା ପାଇଁ ଗ୍ଭଳିଶ୍ ରୂପାର ଆଧାର କର। ପ୍ରତ୍ୟେକ ତକ୍ତା ତଳେ ଦୁଇଟି ଆଧାର ରଖ। ପ୍ରତ୍ୟେକ ତକ୍ତା ତଳେ ଦୁଇଟି ଖିଲ ପାଇଁ ଦୁଇଟି ଆଧାର ରହିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ପୁଣି ସେହି କୋଡ଼ିଏ ପଟା ତଳେ ଚାଳିଶ ରୂପାର ଚୁଙ୍ଗୀ କରିବ; ଏକ ପଟା ତଳେ ତହିଁର ଦୁଇ ପଦ ନିମନ୍ତେ ଦୁଇ ଚୁଙ୍ଗୀ ଓ ଅନ୍ୟାନ୍ୟ ପଟା ତଳେ ମଧ୍ୟ ସେମାନଙ୍କ ଦୁଇ ଦୁଇ ପଦ ନିମନ୍ତେ ଦୁଇ ଚୁଙ୍ଗୀ ହେବ।

Gade chapit la Kopi

ଓଡିଆ ବାଇବେଲ

19 ପୁଣି, ସେହି କୋଡ଼ିଏ ପଟା ତଳେ ଚାଳିଶ ରୂପାର ଚୁଙ୍ଗୀ କରିବ; ଏକ ପଟା ତଳେ ତହିଁର ଦୁଇ ପଦ ନିମନ୍ତେ ଦୁଇ ଚୁଙ୍ଗୀ ଓ ଅନ୍ୟାନ୍ୟ ପଟା ତଳେ ମଧ୍ୟ ସେମାନଙ୍କ ଦୁଇ ଦୁଇ ପଦ ନିମନ୍ତେ ଦୁଇ ଚୁଙ୍ଗୀ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ପୁଣି, ସେହି କୋଡ଼ିଏ ପଟା ତଳେ ଚାଳିଶ ରୂପାର ଚୁଙ୍ଗୀ କରିବ; ଏକ ପଟା ତଳେ ତହିଁର ଦୁଇ ପଦ ନିମନ୍ତେ ଦୁଇ ଚୁଙ୍ଗୀ ଓ ଅନ୍ୟାନ୍ୟ ପଟା ତଳେ ମଧ୍ୟ ସେମାନଙ୍କ ଦୁଇ ଦୁଇ ପଦ ନିମନ୍ତେ ଦୁଇ ଚୁଙ୍ଗୀ ହେବ।

Gade chapit la Kopi




ଯାତ୍ରା ପୁସ୍ତକ 26:19
14 Referans Kwoze  

ଏକ ତାଳନ୍ତ ଲେଖାଏଁ ରୂପାରେ ପବିତ୍ର ସ୍ଥାନର ଆଧାର ଓ ପରଦା ତିଆରି ହୋଇଥିଲା। 100 ଆଧାର ପାଇଁ 100 ତାଳନ୍ତ ବ୍ୟବହାର କରାଗଲା ଅର୍ଥାତ୍ ଗୋଟିଏ ଆଧାର ପାଇଁ ଏକ ତାଳନ୍ତ।


ତାଙ୍କର ଗୋଡ଼ ଦୁଇଟି ସୁବର୍ଣ୍ଣ ମୂଳଦୁଆରେ ସ୍ଥାପିତ ଦୁଇଟି ମାର୍ବଲର ସ୍ତମ୍ଭ ତୁଲ୍ୟ। ତାଙ୍କର ଆକୃତି ଲିବାନୋନ୍ ଏରସ ବୃକ୍ଷ ତୁଲ୍ୟ ଉତ୍କୃଷ୍ଟ।


ମରାରି ପରିବାରର ସଭ୍ୟମାନେ କାଠପଟାଗୁଡ଼ିକ, ଅର୍ଗଳଗୁଡ଼ିକ, ସ୍ତମ୍ଭସମସ୍ତ, ଭିତ୍ତିସମସ୍ତ ଏବଂ ଅନ୍ୟସମସ୍ତ ସାମଗ୍ରୀ ଏବଂ ଏହି ସମ୍ବନ୍ଧୀୟ କାର୍ଯ୍ୟର ଦାୟିତ୍ୱ ବହନ କରିବେ।


ମୋଶା ତମ୍ବୁ ସ୍ଥାପନ କଲେ। ସେ ପ୍ରଥମେ ଆଧାର ଉପରେ ତକ୍ତା ବସାଇଲେ ଓ ତା'ପରେ ଅର୍ଗଳ ପ୍ରବେଶ କରାଇ ସ୍ତମ୍ଭ ଠିଆ କଲେ।


ତହିଁର କୋଡ଼ିଏ ସ୍ତମ୍ଭ ଓ କୋଡ଼ିଏ ଚୁଙ୍ଗୀ ପିତ୍ତଳର ହେବ। ପୁଣି ସ୍ତମ୍ଭର ଆଙ୍କଡ଼ା ଓ ଛୁଞ୍ଚିଆ ରୂପାର ହେବ।


ସେହି ଆଚ୍ଛାଦନ ବସ୍ତ୍ର ନିମନ୍ତେ ପାଞ୍ଚ ଗୋଟି ଶିଟୀମ୍ କାଠର ସ୍ତମ୍ଭ ନିର୍ମାଣ କରି ସୁବର୍ଣ୍ଣ ମଡ଼ାଇବ। ପୁଣି ସୁବର୍ଣ୍ଣରେ ତହିଁର ଆଙ୍କଡ଼ା କରିବ। ତହିଁ ନିମନ୍ତେ ପିତ୍ତଳର ପାଞ୍ଚ ଚୁଙ୍ଗୀ ଢାଳିବ।”


ତମ୍ବୁର ପଶ୍ଚିମ ମୁଣ୍ଡ ପାଇଁ, ମୋଟ ଆଠ ଖଣ୍ଡ ତକ୍ତା କରିବ। ଷୋହଳଟି ରୌପ୍ୟ ଆଧାର ହେବ, ଦୁଇଟି ଆଧାର ପ୍ରତ୍ୟେକ ତକ୍ତା ତଳେ।


ପବିତ୍ର ତମ୍ବୁ ତିଆରି କରିବା ପାଇଁ ଦକ୍ଷିଣ ଦିଗରେ କୋଡ଼ିଏଟି କାଠର ତକ୍ତା ବ୍ୟବହାର କର।


ପୁଣି ପବିତ୍ର ତମ୍ବୁର ଅନ୍ୟ ପାର୍ଶ୍ୱରେ ଉତ୍ତର ଦିଗରେ କୋଡ଼ିଏ ପଟା ହେବ।


ତକ୍ତାର ଦୁଇପାଖ ଦୁଇଟି ଖିଲ ଦ୍ୱାରା ଯୋଡ଼ି ଦିଅ। ପବିତ୍ର ତମ୍ବରୁ କାଠର ତକ୍ତାଗୁଡ଼ିକ ସମାନ ଆକାରର ହେବା ଉଚିତ୍।


Swiv nou:

Piblisite


Piblisite