Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 26:25 - ପବିତ୍ର ବାଇବଲ

25 ତମ୍ବୁର ପଶ୍ଚିମ ମୁଣ୍ଡ ପାଇଁ, ମୋଟ ଆଠ ଖଣ୍ଡ ତକ୍ତା କରିବ। ଷୋହଳଟି ରୌପ୍ୟ ଆଧାର ହେବ, ଦୁଇଟି ଆଧାର ପ୍ରତ୍ୟେକ ତକ୍ତା ତଳେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ତହିଁରେ ତହିଁର ପଟା ଆଠ ଖଣ୍ତ ହେବ ଓ ତହିଁର ଷୋଳ ରୂପା ଚୁଙ୍ଗୀ ହେବ; ଏକ ପଟା ତଳେ ଦୁଇ ଚୁଙ୍ଗୀ ଓ ଅନ୍ୟାନ୍ୟ ପଟା ତଳେ ଦୁଇ ଚୁଙ୍ଗୀ ହେବ।

Gade chapit la Kopi

ଓଡିଆ ବାଇବେଲ

25 ତହିଁରେ ତହିଁର ପଟା ଆଠ ଖଣ୍ଡ ହେବ ଓ ତହିଁର ଷୋଳ ରୂପା ଚୁଙ୍ଗୀ ହେବ; ଏକ ପଟା ତଳେ ଦୁଇ ଚୁଙ୍ଗୀ ଓ ଅନ୍ୟାନ୍ୟ ପଟା ତଳେ ଦୁଇ ଚୁଙ୍ଗୀ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ତହିଁରେ ତହିଁର ପଟା ଆଠ ଖଣ୍ଡ ହେବ ଓ ତହିଁର ଷୋଳ ରୂପାଚୁଙ୍ଗୀ ହେବ; ଏକ ପଟା ତଳେ ଦୁଇ ଚୁଙ୍ଗୀ ଓ ଅନ୍ୟାନ୍ୟ ପଟା ତଳେ ଦୁଇ ଚୁଙ୍ଗୀ ହେବ।

Gade chapit la Kopi




ଯାତ୍ରା ପୁସ୍ତକ 26:25
5 Referans Kwoze  

ତହିଁ ତଳେ ଯୋଡ଼ ହେବ ଓ ସେହିପରି ତହିଁ ମୁଣ୍ଡରେ ପ୍ରଥମ କଡ଼ା ନିକଟରେ ଯୋଡ଼ ହେବ, ଏହିପରି ଦୁଇଥର ହେବ। ତାହା ସବୁ ଦୁଇ କୋଣ ନିମନ୍ତେ ହେବ।


“ଅର୍ଗଳ ତିଆରି କରିବା ପାଇଁ ତୁମ୍ଭେମାନେ ଶିଟୀମ୍ କାଠ ବ୍ୟବହାର କରିବ। ପବିତ୍ର ତମ୍ବୁ ପାଇଁ ପାଞ୍ଚୋଟି ଅର୍ଗଳ ତିଆରି କରିବ ଏକ ପାର୍ଶ୍ୱରେ।


ସେହି କୋଡ଼ିଏ ତକ୍ତା ତଳେ ରଖିବା ପାଇଁ ଗ୍ଭଳିଶ୍ ରୂପାର ଆଧାର କର। ପ୍ରତ୍ୟେକ ତକ୍ତା ତଳେ ଦୁଇଟି ଆଧାର ରଖ। ପ୍ରତ୍ୟେକ ତକ୍ତା ତଳେ ଦୁଇଟି ଖିଲ ପାଇଁ ଦୁଇଟି ଆଧାର ରହିବ।


ସେହି ପବିତ୍ର ତମ୍ବୁର ପଶ୍ଚିମ ପଟରେ ମୋଟ ଆଠଟି ତକ୍ତା ରହିଲା। ଏବଂ ଷୋହଳଟି ରୂପାର ଆଧାର ଥିଲା। ପ୍ରତ୍ୟେକ ତକ୍ତା ପାଇଁ ଦୁଇଟି ଆଧାର।


ଏକ ତାଳନ୍ତ ଲେଖାଏଁ ରୂପାରେ ପବିତ୍ର ସ୍ଥାନର ଆଧାର ଓ ପରଦା ତିଆରି ହୋଇଥିଲା। 100 ଆଧାର ପାଇଁ 100 ତାଳନ୍ତ ବ୍ୟବହାର କରାଗଲା ଅର୍ଥାତ୍ ଗୋଟିଏ ଆଧାର ପାଇଁ ଏକ ତାଳନ୍ତ।


Swiv nou:

Piblisite


Piblisite