Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 26:29 - ପବିତ୍ର ବାଇବଲ

29 “ସବୁ ଢାଞ୍ଚାଗୁଡ଼ିକୁ ଓ ଖିଲକୁ ଧରି ରଖୁଥିବା ଢାଞ୍ଚାକୁ ସୁବର୍ଣ୍ଣରେ ଆଚ୍ଛାଦନ କର। ସୁବର୍ଣ୍ଣରେ କଡ଼ା ତିଆରି କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 ଆଉ ସେହି ସବୁ ପଟା ସୁବର୍ଣ୍ଣରେ ମଡ଼ାଇବ ଓ ଅର୍ଗଳର ଘରା ନିମନ୍ତେ ସୁବର୍ଣ୍ଣ କଡ଼ା କରିବ, ପୁଣି ଅର୍ଗଳସକଳ ସୁବର୍ଣ୍ଣରେ ମଡ଼ାଇବ।

Gade chapit la Kopi

ଓଡିଆ ବାଇବେଲ

29 ଆଉ ସେହି ସବୁ ପଟା ସୁବର୍ଣ୍ଣରେ ମଡ଼ାଇବ ଓ ଅର୍ଗଳର ଘରା ନିମନ୍ତେ ସୁବର୍ଣ୍ଣ କଡ଼ା କରିବ, ପୁଣି, ଅର୍ଗଳସକଳ ସୁବର୍ଣ୍ଣରେ ମଡ଼ାଇବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ଆଉ ସେହି ସବୁ ପଟା ସୁବର୍ଣ୍ଣରେ ମଡ଼ାଇବ ଓ ଅର୍ଗଳର ଘରା ନିମନ୍ତେ ସୁବର୍ଣ୍ଣ କଡ଼ା କରିବ, ପୁଣି, ଅର୍ଗଳସକଳ ସୁବର୍ଣ୍ଣରେ ମଡ଼ାଇବ।

Gade chapit la Kopi




ଯାତ୍ରା ପୁସ୍ତକ 26:29
6 Referans Kwoze  

ଏହି କଡ଼ାଗୁଡ଼ିକ ଭିତରେ ସାଙ୍ଗୀ ମେଜ ବହନ କରିବ। ଏବଂ ସେଗୁଡ଼ିକ ରି‌ମ୍‌ର ପାଖାପାଖି ରହିବା ଉଚିତ୍।


ପୁଣି ମଧ୍ୟସ୍ଥିତ ଅର୍ଗଳ ପଟାର ମଧ୍ୟ ଦେଶରେ ଏ ମୁଣ୍ଡରୁ ସେ ମୁଣ୍ଡ ଯାଏ ପାଇବ।


ମୁଁ ପର୍ବତ ଉପରେ ଦେଖାଇଥିବା ଯୋଜନା ଅନୁସାରେ ପବିତ୍ର ତମ୍ବୁଟିକୁ ତିଆରି କର।


ଏହି ଗର୍ଭାଗାରଟି କୋଡ଼ିଏ ହାତ ଦୀର୍ଘ, କୋଡ଼ିଏ ହାତ ଚଉଡ଼ା ଓ କୋଡ଼ିଏ ହାତ ଉଚ୍ଚ ଥିଲା।


ସମଗ୍ର ମନ୍ଦିରଟି ସୁବର୍ଣ୍ଣ ମଣ୍ତିତ ହେଲା ଓ ମହାପବିତ୍ର ସ୍ଥାନର ସମ୍ମୁଖସ୍ଥ ଧୂପବେଦି ମଧ୍ୟ ସୁବର୍ଣ୍ଣରେ ଆଚ୍ଛାଦିତ ହେଲା।


Swiv nou:

Piblisite


Piblisite