Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 26:32 - ପବିତ୍ର ବାଇବଲ

32 ତୁମ୍ଭେ ସେହି ପରଦାକୁ ଶିଟୀମ୍ କାଠର ଗ୍ଭରି ସ୍ତମ୍ଭ ଉପରେ ଟାଙ୍ଗିବ ଏବଂ ସେଗୁଡ଼ିକୁ ସୁବର୍ଣ୍ଣରେ ଆଚ୍ଛାଦନ କର। ସୁବର୍ଣ୍ଣର ଆଙ୍କଡ଼ା ସହିତ ସ୍ତମ୍ଭ ଉପରେ ରୂପାର ଆଧାର ବ୍ୟବହାର କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

32 ତୁମ୍ଭେ ତାହା ସୁବର୍ଣ୍ଣରେ ମଡ଼ାଇ ଶିଟୀମ୍ କାଷ୍ଠର ଚାରି ସ୍ତମ୍ଭ ଉପରେ ଟଙ୍ଗାଇବ; ପୁଣି ରୂପାର ଚାରି ଚୁଙ୍ଗୀ ଉପରେ ସେମାନଙ୍କ ସ୍ଵର୍ଣ୍ଣର ଆଙ୍କଡ଼ାସବୁ ବସାଇବ।

Gade chapit la Kopi

ଓଡିଆ ବାଇବେଲ

32 ତୁମ୍ଭେ ତାହା ସୁବର୍ଣ୍ଣରେ ମଡ଼ାଇ ଶିଟୀମ୍‍ କାଷ୍ଠର ଚାରି ସ୍ତମ୍ଭ ଉପରେ ଟଙ୍ଗାଇବ; ପୁଣି, ରୂପାର ଚାରି ଚୁଙ୍ଗୀ ଉପରେ ସେମାନଙ୍କ ସ୍ୱର୍ଣ୍ଣର ଆଙ୍କୁଡ଼ାସବୁ ବସାଇବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ତୁମ୍ଭେ ତାହା ସୁବର୍ଣ୍ଣରେ ମଡ଼ାଇ ଶିଟୀମ୍‍ କାଷ୍ଠର ଚାରି ସ୍ତମ୍ଭ ଉପରେ ଟଙ୍ଗାଇବ; ପୁଣି, ରୂପାର ଚାରି ଚୁଙ୍ଗୀ ଉପରେ ସେମାନଙ୍କ ସ୍ୱର୍ଣ୍ଣର ଆଙ୍କୁଡ଼ାସବୁ ବସାଇବ।

Gade chapit la Kopi




ଯାତ୍ରା ପୁସ୍ତକ 26:32
6 Referans Kwoze  

ସେଠାରେ ଧଳା ଓ ନୀଳ କାର୍ପାସ ପରଦା ଥିଲା। ସେହି ପରଦାଗୁଡ଼ିକ ନାଇଲ‌ନ୍‌ରେ ତିଆରି ରଜ୍ଜୁ ଓ ବାଇଗଣ ରଙ୍ଗର ରୌପ୍ୟମୟ କଡ଼ାରେ ମାର୍ବଲ ସ୍ତମ୍ଭରେ ବନ୍ଧା ଥିଲା ଏବଂ ଚଟାଣ ଉପରେ ମଧ୍ୟ ଯାହାକି ବିଭିନ୍ନ ପ୍ରକାର ରଙ୍ଗିନ୍ ସ୍ପଟିକ, ଶାମୁକା, ମୁକ୍ତା ଓ ମାର୍ବଲ ପଥରରେ ନିର୍ମିତ ହୋଇଥିଲା। ସେଠାରେ ସୁବର୍ଣ୍ଣର ଓ ରୂପାର ଆସନ ଥିଲା।


ତାହାର ପାଞ୍ଚୋଟି ସ୍ତମ୍ଭ ଏବଂ ସେସବୁର ଆଙ୍କଡ଼ା ତିଆରି କଲେ ଏବଂ ସେ ସବୁର ମୁଣ୍ଡାଳି ଓ ଛୁଞ୍ଚିଆ ସୁବର୍ଣ୍ଣରେ ମଡ଼ାଇଲେ। ମାତ୍ର ସେମାନଙ୍କର ପାଞ୍ଚୋଟି ଚୁଙ୍ଗୀ ପିତ୍ତଳର ଥିଲା।


ସେହି ଆଚ୍ଛାଦନ ବସ୍ତ୍ର ନିମନ୍ତେ ପାଞ୍ଚ ଗୋଟି ଶିଟୀମ୍ କାଠର ସ୍ତମ୍ଭ ନିର୍ମାଣ କରି ସୁବର୍ଣ୍ଣ ମଡ଼ାଇବ। ପୁଣି ସୁବର୍ଣ୍ଣରେ ତହିଁର ଆଙ୍କଡ଼ା କରିବ। ତହିଁ ନିମନ୍ତେ ପିତ୍ତଳର ପାଞ୍ଚ ଚୁଙ୍ଗୀ ଢାଳିବ।”


ରକ୍ତୀକୃତ ମେଷଚର୍ମ, ଶିଶୁକଚର୍ମ ଓ ଶିଟୀମ୍ କାଷ୍ଠ।


“ତୁମ୍ଭେ ନୀଳବର୍ଣ୍ଣ ଓ ଧୂମ୍ରବର୍ଣ୍ଣ ଓ ସିନ୍ଦୁରବର୍ଣ୍ଣ ଶୁଭ୍ର କ୍ଷୋମ ସୂତ୍ରରେ ଏକ ପରଦା ପ୍ରସ୍ତୁତ କରିବ। ସେଥିରେ କିରୂବଦୂତଗଣର ଆକୃତିକୁ ଚିତ୍ରିତ କର।


ସୁବର୍ଣ୍ଣ କଡ଼ାରେ ସେହି ପରଦା ଟାଙ୍ଗି ଦିଅ। ତା'ପରେ ପରଦାର ପଛପଟେ ନିୟମ-ସିନ୍ଦୁକ ରଖ। ସେହି ପରଦାଟି ପବିତ୍ର ସ୍ଥାନରୁ ମହାପବିତ୍ର ସ୍ଥାନକୁ ପୃଥକ କରିବା ଉଚିତ୍।


Swiv nou:

Piblisite


Piblisite