ଯାତ୍ରା ପୁସ୍ତକ 26:33 - ପବିତ୍ର ବାଇବଲ33 ସୁବର୍ଣ୍ଣ କଡ଼ାରେ ସେହି ପରଦା ଟାଙ୍ଗି ଦିଅ। ତା'ପରେ ପରଦାର ପଛପଟେ ନିୟମ-ସିନ୍ଦୁକ ରଖ। ସେହି ପରଦାଟି ପବିତ୍ର ସ୍ଥାନରୁ ମହାପବିତ୍ର ସ୍ଥାନକୁ ପୃଥକ କରିବା ଉଚିତ୍। Gade chapit laପବିତ୍ର ବାଇବଲ (Re-edited) - (BSI)33 ପୁଣି ଘୁଣ୍ତିସବୁର ତଳେ ବିଚ୍ଛେଦବସ୍ତ୍ର ଟଙ୍ଗାଇ ସେହି ବିଚ୍ଛେଦବସ୍ତ୍ର ମଧ୍ୟକୁ ସାକ୍ଷ୍ୟରୂପ ସିନ୍ଦୁକ ଆଣିବ; ତହିଁରେ ସେହି ବିଚ୍ଛେଦବସ୍ତ୍ର ପବିତ୍ର ସ୍ଥାନ ଓ ମହାପବିତ୍ର ସ୍ଥାନ ମଧ୍ୟରେ ଭେଦକ ହେବ। Gade chapit laଓଡିଆ ବାଇବେଲ33 ପୁଣି, ଆଙ୍କୁଡ଼ା ସବୁର ତଳେ ବିଚ୍ଛେଦ ବସ୍ତ୍ର ଟଙ୍ଗାଇ ସେହି ବିଚ୍ଛେଦ ବସ୍ତ୍ର ମଧ୍ୟକୁ ସାକ୍ଷ୍ୟରୂପ ସିନ୍ଦୁକ ଆଣିବ; ତହିଁରେ ସେହି ବିଚ୍ଛେଦ ବସ୍ତ୍ର ପବିତ୍ର ସ୍ଥାନ ଓ ମହାପବିତ୍ର ସ୍ଥାନ ମଧ୍ୟରେ ଭେଦକ ହେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ପୁଣି, ଆଙ୍କୁଡ଼ା ସବୁର ତଳେ ବିଚ୍ଛେଦ ବସ୍ତ୍ର ଟଙ୍ଗାଇ ସେହି ବିଚ୍ଛେଦ ବସ୍ତ୍ର ମଧ୍ୟକୁ ସାକ୍ଷ୍ୟରୂପ ସିନ୍ଦୁକ ଆଣିବ; ତହିଁରେ ସେହି ବିଚ୍ଛେଦ ବସ୍ତ୍ର ପବିତ୍ର ସ୍ଥାନ ଓ ମହାପବିତ୍ର ସ୍ଥାନ ମଧ୍ୟରେ ଭେଦକ ହେବ। Gade chapit la |