Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 26:34 - ପବିତ୍ର ବାଇବଲ

34 ତୁମ୍ଭେ ନିୟମ-ସିନ୍ଦୁକର ଆଚ୍ଛାଦନ ମହାପବିତ୍ର ସ୍ଥାନ ଭିତରେ ରଖିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

34 ଆଉ ତୁମ୍ଭେ ମହାପବିତ୍ର ସ୍ଥାନରେ ସାକ୍ଷ୍ୟସିନ୍ଦୁକ ଉପରେ ପାପାଚ୍ଛାଦନ ରଖିବ।

Gade chapit la Kopi

ଓଡିଆ ବାଇବେଲ

34 ଆଉ ତୁମ୍ଭେ ମହାପବିତ୍ର ସ୍ଥାନରେ ସାକ୍ଷ୍ୟ ସିନ୍ଦୁକ ଉପରେ ପାପାଚ୍ଛାଦନ ରଖିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 ଆଉ ତୁମ୍ଭେ ମହାପବିତ୍ର ସ୍ଥାନରେ ସାକ୍ଷ୍ୟ-ସିନ୍ଦୁକ ଉପରେ ପାପାଚ୍ଛାଦନ ରଖିବ।

Gade chapit la Kopi




ଯାତ୍ରା ପୁସ୍ତକ 26:34
6 Referans Kwoze  

ଏହା ପରେ ମୋଶା ନିୟମର ନଳାକାର ପୁସ୍ତକକୁ ପବିତ୍ର ସିନ୍ଦୁକ ମଧ୍ୟରେ ରଖିଲେ। ସେ ସାଙ୍ଗୀକୁ ସିନ୍ଦୁକ ଉପରେ ରଖିଲେ ଏବଂ ସିନ୍ଦୁକ ଉପରେ ଆଚ୍ଛାଦନ ବସ୍ତ୍ର ଘୋଡ଼ାଇ ଦେଲେ।


“ତୁମ୍ଭେ ଏହି ପାପାଚ୍ଛାଦନ ସେହି ସିନ୍ଦୁକ ଉପରେ ରଖିବ। ପୁଣି ଆମ୍ଭେ ତୁମ୍ଭକୁ ଯେଉଁ ଚୁକ୍ତିପତ୍ର ଦେବା ତାହା ସେହି ସିନ୍ଦୁକ ମଧ୍ୟରେ ଥୋଇବ।


ବାକ୍ସ ଉପରେ କିରୁବ ସ୍ୱର୍ଗଦୂତଗଣ ପରମେଶ୍ୱରଙ୍କ ମହିମା ପ୍ରଦର୍ଶିତ କରୁଥିଲେ। ଏମାନେ ‘ଦୟାର ଆସନ’ରେ ଉପବିଷ୍ଟ ଥିଲେ। କିନ୍ତୁ ଆମ୍ଭେ ଏବେ ବିସ୍ତାର ପୂର୍ବକ ସେ ବିଷୟରେ କହି ପାରିବୁ ନାହିଁ।


“ତୁମ୍ଭେ ଆପଣା ଭ୍ରାତା ହାରୋଣଙ୍କୁ କୁହ, ଯେପରି ତାଙ୍କର ମୃତ୍ୟୁ ନ ହୁଏ, ଏଥିପାଇଁ ବିଚ୍ଛେଦ ବସ୍ତ୍ର ଭିତରେ ସିନ୍ଦୁକର ଉପରିସ୍ଥ ପାପାଚ୍ଛାଦକ ସମ୍ମୁଖରେ ପବିତ୍ର ସ୍ଥାନରେ ସର୍ବଦା ପ୍ରବେଶ କରିବେ ନାହିଁ। କାରଣ ଆମ୍ଭେ ପାପାଚ୍ଛାଦକ ଉପରେ ମେଘର ଦର୍ଶନ ଦେବା।


ସେହି ମନ୍ଦିରର ପଶ୍ଚା‌ତ୍‌ଭାଗରେ ଭିତରକୁ କୋଡ଼ିଏ ହାତ ଦୈର୍ଘ୍ୟର ଏକ କୋଠରୀ ନିର୍ମିତ ହେଲା ଓ ତା'ର ଚଟାଣରୁ କାନ୍ଥର ଛାତ ପର୍ଯ୍ୟନ୍ତ ଏରସ କାଠର ପଟାରେ ଆଚ୍ଛାଦିତ ହେଲା। ଏହି କୋଠରୀଟି ମହାପବିତ୍ର ସ୍ଥାନ ନାମରେ କଥିତ ହେଲା।


ତା'ପରେ ସେ ତା'ର ଦୈର୍ଘ୍ୟ ମାପିଲେ। ଏହାର ଦୈର୍ଘ୍ୟ କୋଡ଼ିଏ ହାତ ଓ ପ୍ରସ୍ଥ କୋଡ଼ିଏ ହାତ ଥିଲା। ଆଉ ସେ ଲୋକଟି ମୋତେ କହିଲା, “ଏହା ମହାପବିତ୍ର ସ୍ଥାନ ଅଟେ।”


Swiv nou:

Piblisite


Piblisite