ଯାତ୍ରା ପୁସ୍ତକ 26:35 - ପବିତ୍ର ବାଇବଲ35 “ପରଦାର ବାହାର ପାର୍ଶ୍ୱରେ ମେଜ ରଖିବା ଉଚିତ୍ ଏବଂ ମେଜର ବିପରୀତ ପାର୍ଶ୍ୱରେ ପବିତ୍ର ତମ୍ବୁର ଦକ୍ଷିଣକୁ ଦୀପ ରଖିବା ଉଚିତ୍। ପବିତ୍ର ତମ୍ବୁର ଉତ୍ତର ପାର୍ଶ୍ୱକୁ ମେଜ ରଖ। Gade chapit laପବିତ୍ର ବାଇବଲ (Re-edited) - (BSI)35 ବିଚ୍ଛେଦବସ୍ତ୍ରର ବାହାରେ ମେଜ ରଖିବ ଓ ମେଜ ସମ୍ମୁଖରେ ଆବାସର ଦକ୍ଷିଣ ଦିଗରେ ଦୀପବୃକ୍ଷ ରଖିବ ଓ ଉତ୍ତର ଦିଗରେ ମେଜ ରଖିବ। Gade chapit laଓଡିଆ ବାଇବେଲ35 ବିଚ୍ଛେଦ ବସ୍ତ୍ରର ବାହାରେ ମେଜ ରଖିବ ଓ ମେଜ ସମ୍ମୁଖରେ ଆବାସର ଦକ୍ଷିଣ ଦିଗରେ ଦୀପବୃକ୍ଷ ରଖିବ ଓ ଉତ୍ତର ଦିଗରେ ମେଜ ରଖିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 ବିଚ୍ଛେଦ ବସ୍ତ୍ରର ବାହାରେ ମେଜ ରଖିବ ଓ ମେଜ ସମ୍ମୁଖରେ ଆବାସର ଦକ୍ଷିଣ ଦିଗରେ ଦୀପବୃକ୍ଷ ରଖିବ ଓ ଉତ୍ତର ଦିଗରେ ମେଜ ରଖିବ। Gade chapit la |