Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 26:4 - ପବିତ୍ର ବାଇବଲ

4 ଉଭୟ ପ୍ରକାର ପରଦା ଗୁଡ଼ିକର ଧଡ଼ି ଝାଲେରି କାର୍ଯ୍ୟ ପାଇଁ ନୀଳ ବସ୍ତ୍ର ବ୍ୟବହାର କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଆଉ ଯୋଡ଼ ସ୍ଥାନରେ ପ୍ରଥମ ଅନ୍ତ୍ୟ ଯବନିକାର ଧଡ଼ିରେ ନୀଳ ସୂତ୍ରର ଘୁଣ୍ତିଘରା କରିବ ଓ ଯୋଡ଼ ସ୍ଥାନରେ ଦ୍ଵିତୀୟ ଅନ୍ତ୍ୟ ଯବନିକାର ଧଡ଼ିରେ ତଦ୍ରୂପ କରିବ।

Gade chapit la Kopi

ଓଡିଆ ବାଇବେଲ

4 ଆଉ ଯୋଡ଼ ସ୍ଥାନରେ ପ୍ରଥମ ଶେଷ ଯବନିକାର ଧଡ଼ିରେ ନୀଳ ସୂତ୍ରର ଫାଶ କରିବ ଓ ଯୋଡ଼ ସ୍ଥାନରେ ଦ୍ୱିତୀୟ ଅନ୍ତ୍ୟ ଯବନିକାର ଧଡ଼ିରେ ତଦ୍ରୂପ କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଆଉ ଯୋଡ଼ ସ୍ଥାନରେ ପ୍ରଥମ ଶେଷ ଯବନିକାର ଧଡ଼ିରେ ନୀଳ ସୂତ୍ରର ଫାଶ କରିବ ଓ ଯୋଡ଼ ସ୍ଥାନରେ ଦ୍ୱିତୀୟ ଅନ୍ତ୍ୟ ଯବନିକାର ଧଡ଼ିରେ ତଦ୍ରୂପ କରିବ।

Gade chapit la Kopi




ଯାତ୍ରା ପୁସ୍ତକ 26:4
5 Referans Kwoze  

ଯୋଡ଼ା ସ୍ଥାନରେ ପ୍ରଥମ ଅନ୍ତ୍ୟ ଯବନିକାର ଧଡ଼ିରେ ପଗ୍ଭଶ୍ ଘୁଣ୍ଡିଘରା କଲେ ଓ ଦ୍ୱିତୀୟ ଯବନିକାର ଯୋଡ଼ ସ୍ଥାନରେ ଧଡ଼ିରେ ପଗ୍ଭଶ୍ ଘୁଣ୍ଡିଘରା କଲେ।


ପ୍ରଥମ କପଡ଼ା ଧଡ଼ିରେ ପଗ୍ଭଶ୍ ଘୁଣ୍ଡିଘରା କରିବ। ଯୋଡ଼ ସ୍ଥାନର ଦ୍ୱିତୀୟ କପଡ଼ା ଧଡ଼ିରେ ପଗ୍ଭଶ୍ ଘୁଣ୍ଡିଘରା କରିବ। ସେହି ଦୁଇ ଘୁଣ୍ଡିଘରା ଶ୍ରେଣୀରେ ପରସ୍ପର ସମ୍ମୁଖୀନ ରହିବ।


ଦୁଇଭାଗ କରି କପଡ଼ାଗୁଡ଼ିକ ଗଣ୍ଠିଲିରେ ଏକତ୍ରିତ କର। ପ୍ରତ୍ୟେକ ଗଣ୍ଠିଲିରେ ପାଞ୍ଚ ଖଣ୍ଡ କପଡ଼ା ରଖି ଗୋଟିଏକୁ ଅନ୍ୟ ଗୋଟିଏ ସହିତ ଯୋଡ଼ିଦିଅ।


Swiv nou:

Piblisite


Piblisite