Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 27:14 - ପବିତ୍ର ବାଇବଲ

14 ପୂର୍ବ ଭାଗରେ ପ୍ରବେଶ ପଥରେ ପନ୍ଦର ହାତ ପରଦା ଓ ତିନି ସ୍ତମ୍ଭ ଓ ତିନି ଚୁଙ୍ଗୀ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 (ଦ୍ଵାରର) ଏକ ପାର୍ଶ୍ଵରେ ପନ୍ଦର ହସ୍ତ ପରଦା ଓ ତିନି ସ୍ତମ୍ଭ ଓ ତିନି ଚୁଙ୍ଗୀ ହେବ।

Gade chapit la Kopi

ଓଡିଆ ବାଇବେଲ

14 (ଦ୍ୱାରର) ଏକ ପାର୍ଶ୍ୱରେ ପନ୍ଦର ହସ୍ତ ପରଦା ଓ ତିନି ସ୍ତମ୍ଭ ଓ ତିନି ଚୁଙ୍ଗୀ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 (ଦ୍ୱାରର) ଏକ ପାର୍ଶ୍ୱରେ ପନ୍ଦର ହସ୍ତ ପରଦା ଓ ତିନି ସ୍ତମ୍ଭ ଓ ତିନି ଚୁଙ୍ଗୀ ହେବ।

Gade chapit la Kopi




ଯାତ୍ରା ପୁସ୍ତକ 27:14
5 Referans Kwoze  

“ପବିତ୍ର ତମ୍ବୁ ପାଇଁ ଏକ ପ୍ରାଙ୍ଗଣ ତିଆରି କର। ସେହି ପ୍ରାଙ୍ଗଣର ଦକ୍ଷିଣ ଦିଗରେ ବଳା ଶୁଭ୍ର କ୍ଷୋମ ସୂତା ନିର୍ମିତ ପରଦା ରହିବା ଉଚିତ୍। ଏହାର ଲମ୍ବ ଏକ ଶହ ହାତ ହେବା ଉଚିତ୍।


“ପବିତ୍ର ତମ୍ବୁର ଦ୍ୱାର ନିମନ୍ତେ ଏକ ନୀଳ ପରଦା ପ୍ରସ୍ତୁତ କର। ଏହା ଧୂମ୍ର ଓ ସିନ୍ଦୁରବର୍ଣ୍ଣ ଶୁଭ୍ର କ୍ଷୋମ ସୂତାରେ ବୁଣାଯିବା ଉଚିତ୍।


ପୂର୍ବ ଦିଗରେ ପ୍ରାଙ୍ଗଣର ପ୍ରସ୍ଥତା ପଗ୍ଭଶ୍ ହାତ ହେବ।


ଅନ୍ୟ ପାର୍ଶ୍ୱରେ ପନ୍ଦର ହାତ ପରଦା ଓ ତିନି ସ୍ତମ୍ଭ ଓ ତିନି ଚୁଙ୍ଗୀ ହେବ।


ଦ୍ୱାରର ଏକ ପାର୍ଶ୍ୱ ନିମନ୍ତେ ପନ୍ଦର ହାତ ଲମ୍ବର ପରଦା ଓ ତହିଁରେ ତିନି ସ୍ତମ୍ଭ ଓ ତିନି ଚୁଙ୍ଗୀ ଥିଲା।


Swiv nou:

Piblisite


Piblisite