Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 27:17 - ପବିତ୍ର ବାଇବଲ

17 ପୁଣି ପ୍ରାଙ୍ଗଣର ଚତୁର୍ଦ୍ଦିଗସ୍ଥ ସ୍ତମ୍ଭ ସକଳ ରୂପା ଛୁଞ୍ଚିଆରେ ବନ୍ଦ ହେବ ଓ ତା'ର ଆଙ୍କଡ଼ା ରୂପାର ଓ ଚୁଙ୍ଗୀ ପିତ୍ତଳର ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ପୁଣି ପ୍ରାଙ୍ଗଣର ଚତୁର୍ଦ୍ଦିଗସ୍ଥ ସ୍ତମ୍ଭସକଳ ରୂପା ଛୁଞ୍ଚିଆରେ ବନ୍ଦ ହେବ ଓ ତହିଁର ଆଙ୍କଡ଼ା ରୂପାର ଓ ଚୁଙ୍ଗୀ ପିତ୍ତଳର ହେବ।

Gade chapit la Kopi

ଓଡିଆ ବାଇବେଲ

17 ପୁଣି, ପ୍ରାଙ୍ଗଣର ଚତୁର୍ଦ୍ଦିଗସ୍ଥ ସ୍ତମ୍ଭ ସକଳ ରୂପା ବନ୍ଧନୀରେ ବନ୍ଦ ହେବ ଓ ତହିଁର ଆଙ୍କୁଡ଼ା ରୂପାର ଓ ଚୁଙ୍ଗୀ ପିତ୍ତଳର ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ପୁଣି, ପ୍ରାଙ୍ଗଣର ଚତୁର୍ଦ୍ଦିଗସ୍ଥ ସ୍ତମ୍ଭସକଳ ରୂପା-ବନ୍ଧନୀରେ ବନ୍ଦ ହେବ ଓ ତହିଁର ଆଙ୍କୁଡ଼ା ରୂପାର ଓ ଚୁଙ୍ଗୀ ପିତ୍ତଳର ହେବ।

Gade chapit la Kopi




ଯାତ୍ରା ପୁସ୍ତକ 27:17
4 Referans Kwoze  

“ପ୍ରାଙ୍ଗଣର ପ୍ରବେଶ ପଥ ନିମନ୍ତେ ପରଦାଟି କୋଡ଼ିଏ ହାତ ଲମ୍ବ ହେବା ଉଚିତ୍। ସେହି ପରଦାଟିକୁ ସୂକ୍ଷ୍ମ ନାଇଲନ ସୂତାରେ ତିଆରି କର ଯାହାକି ନୀଳ, ବାଇଗଣୀ, ଲାଲ ରଙ୍ଗର ସୂତାରେ ଶିଳ୍ପକର୍ମ ହୋଇଥିବ। ଏବଂ ଏହାର ଗ୍ଭରୋଟି ସ୍ତମ୍ଭ ଓ ଗ୍ଭରୋଟି ଆଧାର ହେବା ଉଚିତ୍।


ପ୍ରାଙ୍ଗଣଟି ଏକଶହ ହାତ ଲମ୍ବ ଓ ପଗ୍ଭଶ୍ ହାତ ପ୍ରସ୍ଥ ଓ ପାଞ୍ଚ ହାତ ଉଚ୍ଚ ହେବ। ସେହି ଶୁଭ୍ର କ୍ଷୋମସୂତ୍ରରେ ପ୍ରସ୍ତୁତ ହେବା ସହିତ କଂସାର ଆଧାର ରହିବା ଉଚିତ୍।


ସେମାନେ ଆଙ୍କଡ଼ା, ଛଡ଼ ଏବଂ ଖମ୍ବଗୁଡ଼ିକର ଅଗ୍ରଭାଗକୁ 1,775 ଶେକଲ ରୂପାରେ ଆଚ୍ଛାଦନ କଲେ।


ଏଣୁ ସେ ପିତ୍ତଳ ଦ୍ୱାର ସମାଗମ-ତମ୍ବୁ ଦ୍ୱାରର ଚୁଙ୍ଗୀ ପିତ୍ତଳ ଯଜ୍ଞବେଦି ଓ ତହିଁର ପିତ୍ତଳର ଝାଞ୍ଜରୀ ଏବଂ ଯଜ୍ଞବେଦିର ସମସ୍ତ ପାତ୍ର ନିର୍ମାଣ କଲେ।


Swiv nou:

Piblisite


Piblisite