Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 27:18 - ପବିତ୍ର ବାଇବଲ

18 ପ୍ରାଙ୍ଗଣଟି ଏକଶହ ହାତ ଲମ୍ବ ଓ ପଗ୍ଭଶ୍ ହାତ ପ୍ରସ୍ଥ ଓ ପାଞ୍ଚ ହାତ ଉଚ୍ଚ ହେବ। ସେହି ଶୁଭ୍ର କ୍ଷୋମସୂତ୍ରରେ ପ୍ରସ୍ତୁତ ହେବା ସହିତ କଂସାର ଆଧାର ରହିବା ଉଚିତ୍।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ପ୍ରାଙ୍ଗଣ ଏକଶତ ହସ୍ତ ଦୀର୍ଘ ଓ ସର୍ବତ୍ର ପଚାଶ ହସ୍ତ ପ୍ରସ୍ଥ ଓ ପାଞ୍ଚ ହସ୍ତ ଉଚ୍ଚ, ପୁଣି ସବୁ ବଳା ଶୁଭ୍ର କ୍ଷୌମସୂତ୍ରରେ ପ୍ରସ୍ତୁତ ଓ ତହିଁର ପିତ୍ତଳର ଚୁଙ୍ଗୀ ହେବ।

Gade chapit la Kopi

ଓଡିଆ ବାଇବେଲ

18 ପ୍ରାଙ୍ଗଣ ଏକଶତ ହସ୍ତ ଦୀର୍ଘ ଓ ସର୍ବତ୍ର ପଚାଶ ହସ୍ତ ପ୍ରସ୍ଥ ଓ ପାଞ୍ଚ ହସ୍ତ ଉଚ୍ଚ, ପୁଣି, ସବୁ ବଳା ଶୁଭ୍ର କ୍ଷୌମସୂତ୍ରରେ ପ୍ରସ୍ତୁତ ଓ ତହିଁର ପିତ୍ତଳର ଚୁଙ୍ଗୀ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ପ୍ରାଙ୍ଗଣ ଏକ ଶହ ହସ୍ତ ଦୀର୍ଘ ଓ ସର୍ବତ୍ର ପଚାଶ ହସ୍ତ ପ୍ରସ୍ଥ ଓ ପାଞ୍ଚ ହସ୍ତ ଉଚ୍ଚ, ପୁଣି, ସବୁ ବଳା ଶୁଭ୍ର କ୍ଷୌମସୂତ୍ରରେ ପ୍ରସ୍ତୁତ ଓ ତହିଁର ପିତ୍ତଳର ଚୁଙ୍ଗୀ ହେବ।

Gade chapit la Kopi




ଯାତ୍ରା ପୁସ୍ତକ 27:18
3 Referans Kwoze  

ସଦାପ୍ରଭୁ ମୋଶାଙ୍କୁ କହିଲେ, “ପବିତ୍ର ତମ୍ବୁଟି ମୋଟା ନାଇଲନ ସୂତାର ଦଶ ଗୋଟି କପଡ଼ାରେ ନିର୍ମିତ ହେବ। ସେହି କପଡ଼ା ସବୁ ନୀଳ, ବାଇଗଣୀ ଓ ଲାଲ ସୂତାରେ ନିର୍ମିତ ହେବ ଏବଂ ତହିଁରେ କିରୂବଦୂତଗଣଙ୍କର ଛବି ସିଲେଇ କରାଯିବ।


ପୁଣି ପ୍ରାଙ୍ଗଣର ଚତୁର୍ଦ୍ଦିଗସ୍ଥ ସ୍ତମ୍ଭ ସକଳ ରୂପା ଛୁଞ୍ଚିଆରେ ବନ୍ଦ ହେବ ଓ ତା'ର ଆଙ୍କଡ଼ା ରୂପାର ଓ ଚୁଙ୍ଗୀ ପିତ୍ତଳର ହେବ।


ଆଉ ପବିତ୍ର ତମ୍ବୁର ସମୁଦାୟ କାର୍ଯ୍ୟ ସମ୍ବନ୍ଧୀୟ ସାମଗ୍ରୀ ଓ ପ୍ରାଙ୍ଗଣର ସମସ୍ତ ଖିଲ କଂସାରେ ନିର୍ମିତ ହେବା ଉଚିତ୍।


Swiv nou:

Piblisite


Piblisite