ଯାତ୍ରା ପୁସ୍ତକ 27:19 - ପବିତ୍ର ବାଇବଲ19 ଆଉ ପବିତ୍ର ତମ୍ବୁର ସମୁଦାୟ କାର୍ଯ୍ୟ ସମ୍ବନ୍ଧୀୟ ସାମଗ୍ରୀ ଓ ପ୍ରାଙ୍ଗଣର ସମସ୍ତ ଖିଲ କଂସାରେ ନିର୍ମିତ ହେବା ଉଚିତ୍। Gade chapit laପବିତ୍ର ବାଇବଲ (Re-edited) - (BSI)19 ଆଉ ଆବାସର ସମୁଦାୟ କାର୍ଯ୍ୟ ସମ୍ଵନ୍ଧୀୟ ପାତ୍ର ଓ ମେଖ ଓ ପ୍ରାଙ୍ଗଣର ସମସ୍ତ ମେଖ ପିତ୍ତଳର ହେବ। Gade chapit laଓଡିଆ ବାଇବେଲ19 ଆଉ ଆବାସର ସମୁଦାୟ କାର୍ଯ୍ୟ ସମ୍ବନ୍ଧୀୟ ପାତ୍ର, କଣ୍ଟା ଓ ପ୍ରାଙ୍ଗଣର ସମସ୍ତ କଣ୍ଟା ପିତ୍ତଳର ହେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଆଉ ଆବାସର ସମୁଦାୟ କାର୍ଯ୍ୟ ସମ୍ବନ୍ଧୀୟ ପାତ୍ର, କଣ୍ଟା ଓ ପ୍ରାଙ୍ଗଣର ସମସ୍ତ କଣ୍ଟା ପିତ୍ତଳର ହେବ। Gade chapit la |