ଯାତ୍ରା ପୁସ୍ତକ 27:3 - ପବିତ୍ର ବାଇବଲ3 “ଭସ୍ମ ରଖିବା ପାଇଁ ପାତ୍ର କର, କୋଦାଳ, ଗରା, କଣ୍ଟାଗ୍ଭମୁଚ ଏବଂ କରେଇ କଂସାରୁ ତିଆରି କର। ସମସ୍ତ ପାତ୍ର ପିତ୍ତଳରେ ପ୍ରସ୍ତୁତ କରିବ। Gade chapit laପବିତ୍ର ବାଇବଲ (Re-edited) - (BSI)3 ଆଉ ତହିଁରୁ ଭସ୍ମ କାଢ଼ି ନେବା ପାଇଁ ଭସ୍ମଧାନୀ କରିବ ଓ ତହିଁର କରଚୁଲି ଓ କୁଣ୍ତ ଓ ତ୍ରିଶୂଳ ଓ ଅଙ୍ଗାରଧାନୀ କରିବ; ତହିଁର ସମସ୍ତ ପାତ୍ର ପିତ୍ତଳରେ ପ୍ରସ୍ତୁତ କରିବ। Gade chapit laଓଡିଆ ବାଇବେଲ3 ଆଉ ତହିଁରୁ ଭସ୍ମ କାଢ଼ି ନେବା ପାଇଁ ଭସ୍ମଧାନୀ କରିବ, ତହିଁର କରଚୁଲି, କୁଣ୍ଡ, ତ୍ରିଶୂଳ ଓ ଅଙ୍ଗାରଧାନୀ କରିବ; ତହିଁର ସମସ୍ତ ପାତ୍ର ପିତ୍ତଳରେ ପ୍ରସ୍ତୁତ କରିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଆଉ ତହିଁରୁ ଭସ୍ମ କାଢ଼ି ନେବା ପାଇଁ ଭସ୍ମଧାନୀ କରିବ, ତହିଁର କରଚୁଲି, କୁଣ୍ଡ, ତ୍ରିଶୂଳ ଓ ଅଙ୍ଗାରଧାନୀ କରିବ; ତହିଁର ସମସ୍ତ ପାତ୍ର ପିତ୍ତଳରେ ପ୍ରସ୍ତୁତ କରିବ। Gade chapit la |
ହୀରମ୍ ଏହିସବୁ ପ୍ରକ୍ଷାଳନ ପାତ୍ର, ଛୋଟ କରଚୁଲ୍ଲୀ ଏବଂ ଛୋଟ ତାଟିଆଗୁଡ଼ିକ ନିର୍ମାଣ କଲା। ସେ ଶଲୋମନଙ୍କ ଇଚ୍ଛାନୁସାରେ ସମସ୍ତ ଜିନିଷ ତିଆରି ସମାପ୍ତ କଲା। ସଦାପ୍ରଭୁଙ୍କ ମନ୍ଦିର ନିମନ୍ତେ ନିମ୍ନ ତାଲିକା ମୁତାବକ ଜିନିଷ ନିର୍ମିତ ହେଲା। ଯଥା: 2 ଗୋଟି ସ୍ତମ୍ଭ; 2 ଗୋଟି ଗୋଲାକାର ମଣ୍ତଳୀ, ସେହି ସ୍ତମ୍ଭ ଉପରିସ୍ଥ ଆବୃତ କରିବା ପାଇଁ; 2 ଗୋଟି ଜାଲି; 400 ଗୋଟି ଡାଳିମ୍ବ ଉଭୟ ଜାଲି ନିମନ୍ତେ, ପ୍ରତ୍ୟେକ ଜାଲିରେ ଦୁଇଧାଡ଼ି ଡାଳିମ୍ବ ରହିବ; 10 ଗୋଟି ଶଗଡ଼ରୁ ପ୍ରତ୍ୟେକ ଶଗଡ଼ରେ ଗୋଟିଏ ପକ୍ଷାଳନ ପାତ୍ର ରହିବ; ସମୁଦ୍ର ପରି ଏକ ବଡ଼ କୁଣ୍ତ, ସମୁଦ୍ର ଆକୃତି କୁଣ୍ତ ତଳେ ବାରଟି ଷଣ୍ଢର ଛବି; ପାତ୍ରଗୁଡ଼ିକ, କରଚୁଲ୍ଲୀଗୁଡ଼ିକ ଏବଂ ତାଟିଆଗୁଡ଼ିକ ହୀରମ୍ ଦ୍ୱାରା ସଦାପ୍ରଭୁଙ୍କ ମନ୍ଦିର ପାଇଁ ତିଆରି ହୋଇଥିଲା। ସେଗୁଡ଼ିକ ସୁନ୍ଦର ପିତ୍ତଳରେ ନିର୍ମିତ ହୋଇଥିଲା।