Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 27:4 - ପବିତ୍ର ବାଇବଲ

4 ପିତ୍ତଳରେ ଏକ ଜାଲି କରିବ ଓ ତା’ ଉପରେ ଗ୍ଭରି କୋଣରେ ପିତ୍ତଳର ଗ୍ଭରିକଡ଼ା କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ପୁଣି ପିତ୍ତଳରେ ଏକ ଜାଲି ଝାଞ୍ଜିରୀ କରିବ ଓ ତହିଁ ଉପରେ ଚାରି କୋଣରେ ପିତ୍ତଳର ଚାରି କଡ଼ା ପ୍ରସ୍ତୁତ କରିବ।

Gade chapit la Kopi

ଓଡିଆ ବାଇବେଲ

4 ପୁଣି, ପିତ୍ତଳରେ ଏକ ଜାଲି ଝାଞ୍ଜିରୀ କରିବ ଓ ତହିଁ ଉପରେ ଚାରି କୋଣରେ ପିତ୍ତଳର ଚାରି କଡ଼ା ପ୍ରସ୍ତୁତ କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ପୁଣି, ପିତ୍ତଳରେ ଏକ ଜାଲି ଝାଞ୍ଜିରୀ କରିବ ଓ ତହିଁ ଉପରେ ଚାରି କୋଣରେ ପିତ୍ତଳର ଚାରି କଡ଼ା ପ୍ରସ୍ତୁତ କରିବ।

Gade chapit la Kopi




ଯାତ୍ରା ପୁସ୍ତକ 27:4
6 Referans Kwoze  

ନୈବେଦ୍ୟ ଉତ୍ସର୍ଗ ନିମନ୍ତେ ଯଜ୍ଞବେଦି ତାର କଂସା ଜାଲି, ସାଙ୍ଗୀ ଓ ତାର ସାମଗ୍ରୀ, ପ୍ରକ୍ଷାଳନ ପାତ୍ର ଏବଂ ତାର ଆଧାର।


ଏଥିନିମନ୍ତେ ଗ୍ଭରି କୋଣରେ ଗ୍ଭରୋଟି ସୁବର୍ଣ୍ଣର କଡ଼ା ଲଗାଅ। ପ୍ରତ୍ୟେକ ପାଖରେ ଦୁଇଟି କଡ଼ା ଲଗାଅ।


“ଭସ୍ମ ରଖିବା ପାଇଁ ପାତ୍ର କର, କୋଦାଳ, ଗରା, କଣ୍ଟାଗ୍ଭମୁଚ ଏବଂ କରେଇ କଂସାରୁ ତିଆରି କର। ସମସ୍ତ ପାତ୍ର ପିତ୍ତଳରେ ପ୍ରସ୍ତୁତ କରିବ।


ଯଜ୍ଞବେଦିର ତଳେ ଥିବା ଥାକ ତଳେ ଜାଲିକୁ ରଖ। ଏହା ଯଜ୍ଞବେଦିର ମଧ୍ୟଭାଗ ପର୍ଯ୍ୟନ୍ତ ପାଇବା ଉଚିତ୍।


ଏଣୁ ସେ ପିତ୍ତଳ ଦ୍ୱାର ସମାଗମ-ତମ୍ବୁ ଦ୍ୱାରର ଚୁଙ୍ଗୀ ପିତ୍ତଳ ଯଜ୍ଞବେଦି ଓ ତହିଁର ପିତ୍ତଳର ଝାଞ୍ଜରୀ ଏବଂ ଯଜ୍ଞବେଦିର ସମସ୍ତ ପାତ୍ର ନିର୍ମାଣ କଲେ।


Swiv nou:

Piblisite


Piblisite