Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 27:6 - ପବିତ୍ର ବାଇବଲ

6 “ଯଜ୍ଞବେଦିର ଖମ୍ବ ଶିଟୀମ୍ କାଠରେ ନିର୍ମାଣ କରି ସେଥିରେ ପିତ୍ତଳ ଆଚ୍ଛାଦନ କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଆଉ ବେଦି ନିମନ୍ତେ ଶିଟୀମ୍ କାଷ୍ଠର ସାଙ୍ଗୀ କରିବ ଓ ତାହା ପିତ୍ତଳରେ ମଡ଼ାଇବ।

Gade chapit la Kopi

ଓଡିଆ ବାଇବେଲ

6 ଆଉ ବେଦି ନିମନ୍ତେ ଶିଟୀମ୍‍ କାଷ୍ଠର ସାଙ୍ଗୀ କରିବ ଓ ତାହା ପିତ୍ତଳରେ ମଡ଼ାଇବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଆଉ ବେଦି ନିମନ୍ତେ ଶିଟୀମ୍‍ କାଷ୍ଠର ସାଙ୍ଗୀ କରିବ ଓ ତାହା ପିତ୍ତଳରେ ମଡ଼ାଇବ।

Gade chapit la Kopi




ଯାତ୍ରା ପୁସ୍ତକ 27:6
7 Referans Kwoze  

ସେମାନେ ଆପଣା ବଂଶ ଓ ପିତୃଗୃହ ଅନୁସାରେ ଗଣା ଯିବାରୁ ସେମାନଙ୍କ ସଂଖ୍ୟା 3,200 ହେଲା।


ସୁବର୍ଣ୍ଣର ବଳୟ ତଳେ ଦୁଇଟି କଣା କର। ଏବଂ ସେଠାରେ ଦୁଇଟି ସୁବର୍ଣ୍ଣର ଆଙ୍କଡ଼ା ଲଗାଅ। ଯଜ୍ଞବେଦିକୁ ସାଙ୍ଗୀ ସାହାଯ୍ୟରେ ବହିନିଅ।


ରକ୍ତୀକୃତ ମେଷଚର୍ମ, ଶିଶୁକଚର୍ମ ଓ ଶିଟୀମ୍ କାଷ୍ଠ।


ତହୁଁ ତୁମ୍ଭେ ନିର୍ମଳ ସୁବର୍ଣ୍ଣରେ ତାହା ମଡ଼ାଇବ। ତା'ର ଭିତର ପଟ ଓ ବାହାର ପଟରେ ମଧ୍ୟ ମଡ଼ାଇବ। ଏବଂ ତା'ଉପରେ ଚତୁର୍ଦ୍ଦିଗରେ ସୁବର୍ଣ୍ଣର କାନ୍ଥ କରିବ।


ଯଜ୍ଞବେଦିର ତଳେ ଥିବା ଥାକ ତଳେ ଜାଲିକୁ ରଖ। ଏହା ଯଜ୍ଞବେଦିର ମଧ୍ୟଭାଗ ପର୍ଯ୍ୟନ୍ତ ପାଇବା ଉଚିତ୍।


ପୁଣି ସେହି ବେଦିକୁ ବହିବା ବେଳେ ବେଦିର ଉଭୟ ପାର୍ଶ୍ୱ ଉପରେ କଡ଼ା ମଧ୍ୟରେ ସେହି ସାଙ୍ଗୀ ରଖ।


Swiv nou:

Piblisite


Piblisite