Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 28:13 - ପବିତ୍ର ବାଇବଲ

13 ଶୁଦ୍ଧ ସୁବର୍ଣ୍ଣରେ ଏହି ପଥର ଏଫୋଦର ରହିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଆଉ ତୁମ୍ଭେ ଦୁଇ ସ୍ଵର୍ଣ୍ଣାଧାର କରିବ

Gade chapit la Kopi

ଓଡିଆ ବାଇବେଲ

13 ଆଉ ତୁମ୍ଭେ ଦୁଇ ସ୍ୱର୍ଣ୍ଣାଧାର କରିବ

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଆଉ ତୁମ୍ଭେ ଦୁଇ ସ୍ୱର୍ଣ୍ଣାଧାର କରିବ

Gade chapit la Kopi




ଯାତ୍ରା ପୁସ୍ତକ 28:13
4 Referans Kwoze  

ଶିଳ୍ପ କର୍ମରେ ମୁଦ୍ରା ଖୋଳିବା ନ୍ୟାୟ ସେହି ଦୁଇ ମଣି ଉପରେ ଇସ୍ରାଏଲ ପୁତ୍ରଗଣର ନାମ ଖୋଳିବ। ପୁଣି ତାହା ଦୁଇ ସ୍ୱର୍ଣ୍ଣ ଧାରରେ ବନ୍ଦ କରିବ।


ଦୁଇ ମୋଡ଼ା ହୋଇଥିବା ସୁବର୍ଣ୍ଣ ଜଞ୍ଜିର କରି ସେହି ଏଫୋଦରେ ଲଗାଇବ।


ଦୁଇ ସ୍ୱର୍ଣ୍ଣଧାର ଓ ଦୁଇ ସ୍ୱର୍ଣ୍ଣକଡ଼ା ନିର୍ମାଣ କରି ବିଗ୍ଭରାର୍ଥକ ବୁକୁପଟାର ଦୁଇ ପ୍ରାନ୍ତରେ ସେହି ଦୁଇ କଡ଼ା ଲାଗାଇଲେ।


ଏହା ପରେ ସେମାନେ ବୁକୁପଟା ପ୍ରସ୍ତୁତ କଲେ। ଏହି କର୍ମ କୁଶଳୀ କାରୀଗରମାନଙ୍କର ଥିଲା। ଏହା ଠିକ୍ ଏଫୋଦ ପରି ଥିଲା। ଏହା ସୁବର୍ଣ୍ଣ ନୀଳ, ଧୂମ୍ର ଓ ସିନ୍ଦୁରବର୍ଣ୍ଣ ଶୁଭ୍ର କ୍ଷୋମସୂତ୍ର ଦ୍ୱାରା ତିଆରି କରାଯାଇଥିଲା।


Swiv nou:

Piblisite


Piblisite