Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 28:25 - ପବିତ୍ର ବାଇବଲ

25 ଦୁଇ ସୁବର୍ଣ୍ଣ ହାରର ଦୁଇ ମୁଣ୍ଡକୁ ଏଫୋଦର ସ୍କନ୍ଧ ପଟିରେ ବାନ୍ଧ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ପୁଣି ମୋଡ଼ା ଜଞ୍ଜିରର ଦୁଇ ମୁଣ୍ତ ଦୁଇ ଆଧାରରେ ବନ୍ଦ କରି ଏଫୋଦବସ୍ତ୍ରର ସମ୍ମୁଖସ୍ଥ ଦୁଇ ସ୍କନ୍ଧପଟି ଉପରେ ରଖିବ।

Gade chapit la Kopi

ଓଡିଆ ବାଇବେଲ

25 ପୁଣି, ମୋଡ଼ା ଜଞ୍ଜିରର ଦୁଇ ମୁଣ୍ଡ ଦୁଇ ଆଧାରରେ ବନ୍ଦ କରି ଏଫୋଦ ବସ୍ତ୍ରର ସମ୍ମୁଖସ୍ଥ ଦୁଇ ସ୍କନ୍ଧପଟି ଉପରେ ରଖିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ପୁଣି, ମୋଡ଼ା ଜଞ୍ଜିରର ଦୁଇ ମୁଣ୍ଡ ଦୁଇ ଆଧାରରେ ବନ୍ଦ କରି ଏଫୋଦ ବସ୍ତ୍ରର ସମ୍ମୁଖସ୍ଥ ଦୁଇ ସ୍କନ୍ଧପଟି ଉପରେ ରଖିବ।

Gade chapit la Kopi




ଯାତ୍ରା ପୁସ୍ତକ 28:25
7 Referans Kwoze  

ତା'ପରେ ସେମାନେ ଶୁଦ୍ଧ ସୁବର୍ଣ୍ଣରେ ହାର ତିଆରି କଲେ ଏବଂ ବିଗ୍ଭରାର୍ଥକ ବୁକୁପଟା ପାଇଁ ରଜ୍ଜୁ ପରି ଯୋଡ଼ିଲେ।


ସେମାନେ ଏଫୋଦ ପାଇଁ ସ୍କନ୍ଦ ପଟି ତିଆରି କଲେ। ଏହା ପରେ ସେମାନେ ପ୍ରତ୍ୟେକର କାନିକୁ ଏଫୋଦର ଦୁଇ ମୁଣ୍ଡ ସହିତ ଯୋଡ଼ି ଦେଲେ।


ଦୁଇ ମୋଡ଼ା ହୋଇଥିବା ସୁବର୍ଣ୍ଣ ଜଞ୍ଜିର କରି ସେହି ଏଫୋଦରେ ଲଗାଇବ।


ଏହାର ଦୁଇ ମୁଣ୍ଡରେ ପରସ୍ପର ସଂଯୁକ୍ତ ଦୁଇ ସ୍କନ୍ଧପଟି ରହିବ। ଏହିପରି ଭାବରେ ତାହା ଯୁକ୍ତ ହେବ।


ଶିଳ୍ପ କର୍ମରେ ମୁଦ୍ରା ଖୋଳିବା ନ୍ୟାୟ ସେହି ଦୁଇ ମଣି ଉପରେ ଇସ୍ରାଏଲ ପୁତ୍ରଗଣର ନାମ ଖୋଳିବ। ପୁଣି ତାହା ଦୁଇ ସ୍ୱର୍ଣ୍ଣ ଧାରରେ ବନ୍ଦ କରିବ।


ବୁକୁପଟା ସ୍ଥିତ ଦୁଇ ସୁବର୍ଣ୍ଣ କଡ଼ା ମଧ୍ୟରେ ସେହି ଦୁଇଟି ସୁବର୍ଣ୍ଣ ହାର ଲଗାଇବ।


ଆଉ ଦୁଇଟି ସୁବର୍ଣ୍ଣର କଡ଼ା ନିର୍ମାଣ କର ଏବଂ ବୁକୁପଟାର ଏଫୋଦ ଭିତର ଭାଗସ୍ଥ ଦୁଇ କୋଣରେ ତାକୁ ଲଗାଅ।


Swiv nou:

Piblisite


Piblisite