Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 28:26 - ପବିତ୍ର ବାଇବଲ

26 ଆଉ ଦୁଇଟି ସୁବର୍ଣ୍ଣର କଡ଼ା ନିର୍ମାଣ କର ଏବଂ ବୁକୁପଟାର ଏଫୋଦ ଭିତର ଭାଗସ୍ଥ ଦୁଇ କୋଣରେ ତାକୁ ଲଗାଅ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ତୁମ୍ଭେ ସ୍ଵର୍ଣ୍ଣର ଦୁଇ କଡ଼ା ନିର୍ମାଣ କରି ବୁକୁପଟାର ଦୁଇ ପ୍ରାନ୍ତରେ ଏଫୋଦବସ୍ତ୍ରର ସମ୍ମୁଖସ୍ଥ ଭିତର ଭାଗରେ ରଖିବ।

Gade chapit la Kopi

ଓଡିଆ ବାଇବେଲ

26 ତୁମ୍ଭେ ସ୍ୱର୍ଣ୍ଣର ଦୁଇ କଡ଼ା ନିର୍ମାଣ କରି ବୁକୁପଟାର ଦୁଇ ପ୍ରାନ୍ତରେ ଏଫୋଦ ବସ୍ତ୍ରର ସମ୍ମୁଖସ୍ଥ ଭିତର ଭାଗରେ ରଖିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ତୁମ୍ଭେ ସ୍ୱର୍ଣ୍ଣର ଦୁଇ କଡ଼ା ନିର୍ମାଣ କରି ବୁକୁପଟାର ଦୁଇ ପ୍ରାନ୍ତରେ ଏଫୋଦ ବସ୍ତ୍ରର ସମ୍ମୁଖସ୍ଥ ଭିତର ଭାଗରେ ରଖିବ।

Gade chapit la Kopi




ଯାତ୍ରା ପୁସ୍ତକ 28:26
4 Referans Kwoze  

ଏଫୋଦ ଓ ବୁକୁପଟାରେ ଏହା ଲଗାଇବା ନିମନ୍ତେ ଗୋମେଦକମଣି ଓ ଅଳଙ୍କାରସବୁ ଗ୍ରହଣ କର।”


ଦୁଇ ସୁବର୍ଣ୍ଣ ହାରର ଦୁଇ ମୁଣ୍ଡକୁ ଏଫୋଦର ସ୍କନ୍ଧ ପଟିରେ ବାନ୍ଧ।


ଆହୁରି ଦୁଇଟି ସ୍ୱର୍ଣ୍ଣ କଡ଼ା କରି ଏଫୋଦ ବସ୍ତ୍ରର ଦୁଇ ସ୍କନ୍ଦପଟି ତଳେ ତହିଁର ସମ୍ମୁଖ ଭାଗରେ ଯୋଡ଼ ସ୍ଥାନରେ ଏଫୋଦର ଚିତ୍ରିତ ପଟୁକା ଉପରେ ତାହା ରଖିବ।


ଐକାବୋଦର ଭ୍ରାତା ଅହୀଟୂବର ପୁତ୍ର ଯାଜକ ଅହିୟ ଏଫୋଦ ପିନ୍ଧି ସେଠାରେ ଥିଲା। ଐକାବୋଦ ପୀନହ‌ସ୍‌ର ପୁତ୍ର, ପୀନହସ୍ ଶୀଲୋର ଯାଜକ ଏଲିର ପୁତ୍ର। ଯୋନାଥନ ବାହାରକୁ ଯାଇଛି ବୋଲି ସେଠାରେ ଉପସ୍ଥିତ ଲୋକ ଜାଣି ନ ଥିଲେ।


Swiv nou:

Piblisite


Piblisite