ଯାତ୍ରା ପୁସ୍ତକ 28:3 - ପବିତ୍ର ବାଇବଲ3 ସେହି ନିପୁଣ ଲୋକମାନଙ୍କୁ ପଗ୍ଭର, ଯେଉଁମାନଙ୍କୁ ମୁଁ ହାରୋଣକୁ ଯାଜକ ରୂପେ ଉତ୍ସର୍ଗୀକୃତ କରିବା ପାଇଁ ବସ୍ତ୍ର ତିଆରି କରିବା ପାଇଁ ଜ୍ଞାନ ପ୍ରଦାନ କଲି। Gade chapit laପବିତ୍ର ବାଇବଲ (Re-edited) - (BSI)3 ଆଉ ଆମ୍ଭେ ଯେଉଁମାନଙ୍କୁ ଜ୍ଞାନଦାୟକ ଆତ୍ମାରେ ପୂର୍ଣ୍ଣ କରିଅଛୁ, ସେହି ସମସ୍ତ ବିଜ୍ଞମନା ଲୋକଙ୍କୁ ଆଦେଶ କର; ଆମ୍ଭ ଉଦ୍ଦେଶ୍ୟରେ ଯାଜକକର୍ମ କରିବା ନିମନ୍ତେ ହାରୋଣକୁ ପ୍ରତିଷ୍ଠା କରିବା ପାଇଁ ସେମାନେ ତାହାର ବସ୍ତ୍ର ପ୍ରସ୍ତୁତ କରିବେ। Gade chapit laଓଡିଆ ବାଇବେଲ3 ଆଉ ଆମ୍ଭେ ଯେଉଁମାନଙ୍କୁ ଜ୍ଞାନଦାୟକ ଆତ୍ମାରେ ପୂର୍ଣ୍ଣ କରିଅଛୁ, ସେହି ସମସ୍ତ ବିଜ୍ଞମନା ଲୋକଙ୍କୁ ଆଦେଶ କର; ଆମ୍ଭ ଉଦ୍ଦେଶ୍ୟରେ ଯାଜକ କର୍ମ କରିବା ନିମନ୍ତେ ହାରୋଣକୁ ପବିତ୍ର କରିବା ପାଇଁ ସେମାନେ ତାହାର ବସ୍ତ୍ର ପ୍ରସ୍ତୁତ କରିବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଆଉ ଆମ୍ଭେ ଯେଉଁମାନଙ୍କୁ ଜ୍ଞାନଦାୟକ ଆତ୍ମାରେ ପୂର୍ଣ୍ଣ କରିଅଛୁ, ସେହି ସମସ୍ତ ବିଜ୍ଞମନା ଲୋକଙ୍କୁ ଆଦେଶ କର; ଆମ୍ଭ ଉଦ୍ଦେଶ୍ୟରେ ଯାଜକ କର୍ମ କରିବା ନିମନ୍ତେ ହାରୋଣକୁ ପବିତ୍ର କରିବା ପାଇଁ ସେମାନେ ତାହାର ବସ୍ତ୍ର ପ୍ରସ୍ତୁତ କରିବେ। Gade chapit la |
ସେ ମଲା ପୂର୍ବରୁ ମୋଶା ଯିହୋଶୂୟଙ୍କର ମସ୍ତକରେ ହାତ ରଖିଲେ ଏବଂ ତାଙ୍କୁ ନୂଆ ପ୍ରତିନିଧି ରୂପେ ନିଯୁକ୍ତି କଲେ। ଏବଂ ସେ ତାଙ୍କୁ ନୂତନ ନେତାରୂପେ ନିଯୁକ୍ତି କଲେ। ଏହା ପରେ ନୂନର ପୁତ୍ର ଯିହୋଶୂୟ ଜ୍ଞାନ ଦାୟକ ଆତ୍ମାରେ ପରିପୂର୍ଣ୍ଣ ହେଲେ। ଇସ୍ରାଏଲ ଲୋକମାନେ ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ଯିହୋଶୂୟଙ୍କ କଥା ଶୁଣିଲେ, ଯେପରି ସେମାନେ ମୋଶାଙ୍କ କଥା ଶୁଣିଥିଲେ ଓ ସେହି ଅନୁସାରେ କାର୍ଯ୍ୟ କରୁଥିଲେ।
ସଦାପ୍ରଭୁ ସେ ଦୁହିଁଙ୍କୁ ସ୍ୱତନ୍ତ୍ର ଜ୍ଞାନ କୌଶଳରେ ପରିପୂର୍ଣ୍ଣ କରିଛନ୍ତି, ସେମାନେ ଯେକୌଣସି କାର୍ଯ୍ୟମାନ କରି ପାରିବେ। ସେମାନେ କାଠ କାମ, ପିତ୍ତଳ ନିର୍ମିତ କର୍ମମାନ କରି ପାରିବେ। ସେମାନେ ସୁନ୍ଦର କାର୍ଯ୍ୟମାନ ଯଥା: ନୀଳ, ଧୂମ୍ର, ସିନ୍ଦୁରବର୍ଣ୍ଣ ଓ ଶୁଭ୍ର କ୍ଷୋମ ସୂତ୍ରରେ ସୂଚୀ କର୍ମରେ ଓ ତନ୍ତି କର୍ମମାନ କରିବା ନିମନ୍ତେ ଯାବତୀୟ କର୍ମରେ ସେମାନଙ୍କୁ ନିପୁଣ କରିଛନ୍ତି।