ଯାତ୍ରା ପୁସ୍ତକ 28:42 - ପବିତ୍ର ବାଇବଲ42 “ସେମାନଙ୍କର ଉଲଗ୍ନତା ଆଚ୍ଛାଦନ ନିମନ୍ତେ କଟିଠାରୁ ଜଙ୍ଘ ପର୍ଯ୍ୟନ୍ତ ଶୁକ୍ଳ ଜଙ୍ଘିଆ ତିଆରି କର। Gade chapit laପବିତ୍ର ବାଇବଲ (Re-edited) - (BSI)42 ତୁମ୍ଭେ ସେମାନଙ୍କ ଶରୀରର ଉଲଙ୍ଗତା ଆଚ୍ଛାଦନ ନିମନ୍ତେ କଟିଠାରୁ ଜଙ୍ଘ ପର୍ଯ୍ୟନ୍ତ ଶୁକ୍ଳ ଜଙ୍ଘିଆ ପିନ୍ଧାଇବ। Gade chapit laଓଡିଆ ବାଇବେଲ42 ତୁମ୍ଭେ ସେମାନଙ୍କ ଶରୀରର ଉଲଙ୍ଗତା ଆଚ୍ଛାଦନ ନିମନ୍ତେ କଟିଠାରୁ ଜଙ୍ଘ ପର୍ଯ୍ୟନ୍ତ ଶୁକ୍ଳ ଜଙ୍ଘିଆ ପିନ୍ଧାଇବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT42 ତୁମ୍ଭେ ସେମାନଙ୍କ ଶରୀରର ଉଲଙ୍ଗତା ଆଚ୍ଛାଦନ ନିମନ୍ତେ କଟିଠାରୁ ଜଙ୍ଘ ପର୍ଯ୍ୟନ୍ତ ଶୁକ୍ଳ ଜଙ୍ଘିଆ ପିନ୍ଧାଇବ। Gade chapit la |
ସେଥିପାଇଁ ମୁଁ ତୁମ୍ଭକୁ ପରାମର୍ଶ ଦେଉଛି ଯେ, ତୁମ୍ଭେ ମୋ'ଠାରୁ ଅଗ୍ନିରେ ଖାଣ୍ଟି ହୋଇଥିବା ସୁନା କିଣ। ତା'ପରେ ତୁମ୍ଭେ ପ୍ରକୃତରେ ଧନୀ ହୋଇଯିବ। ମୁଁ ତୁମ୍ଭକୁ ଏହା କହୁଛି: ଧଳା ବସ୍ତ୍ର କିଣ। ତେବେ ତୁମ୍ଭେ ନିଜର ଲଜ୍ଜାପୂର୍ଣ୍ଣ ଉଲଗ୍ନତାକୁ ଘୋଡ଼େଇ ରଖିପାରିବ। ମୁଁ ତୁମ୍ଭକୁ ଔଷଧ କିଣି ଆଖିରେ ଲଗାଇବା ପାଇଁ ମଧ୍ୟ କହୁଛି। ତାହାହେଲେ ତୁମ୍ଭେ ପ୍ରକୃତରେ ଦେଖି ପାରିବ।