ଯାତ୍ରା ପୁସ୍ତକ 28:6 - ପବିତ୍ର ବାଇବଲ6 “ସେମାନେ ନୀଳ, ଧୂମ୍ର, ସିନ୍ଦୁରବର୍ଣ୍ଣ ଓ ବଳା ଶୁଭ୍ର କ୍ଷୋମ ସୁତ୍ରରେ ନିପୁଣ ଶିଳ୍ପକାରର କର୍ମ ଦ୍ୱାରା ସେହି ଏଫୋଦ ବସ୍ତ୍ର ପ୍ରସ୍ତୁତ କରନ୍ତୁ। Gade chapit laପବିତ୍ର ବାଇବଲ (Re-edited) - (BSI)6 ପୁଣି ସେମାନେ ସେହି ସ୍ଵର୍ଣ୍ଣ ଓ ନୀଳ ଓ ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରରେ ନିପୁଣ ଶିଳ୍ପକାରର କର୍ମ ଦ୍ଵାରା ଏଫୋଦବସ୍ତ୍ର ପ୍ରସ୍ତୁତ କରିବେ। Gade chapit laଓଡିଆ ବାଇବେଲ6 ପୁଣି, ସେମାନେ ସେହି ସ୍ୱର୍ଣ୍ଣ, ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରରେ ନିପୁଣ ଶିଳ୍ପକାରର କର୍ମ ଦ୍ୱାରା ଏଫୋଦ ବସ୍ତ୍ର ପ୍ରସ୍ତୁତ କରିବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ପୁଣି, ସେମାନେ ସେହି ସ୍ୱର୍ଣ୍ଣ, ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରରେ ନିପୁଣ ଶିଳ୍ପକାରର କର୍ମ ଦ୍ୱାରା ଏଫୋଦ-ବସ୍ତ୍ର ପ୍ରସ୍ତୁତ କରିବେ। Gade chapit la |
ଗିଦିୟୋନ ଏହିସବୁ ସୁବର୍ଣ୍ଣରେ ଏକ ଏଫୋଦ ତିଆରି କଲେ। ସେ ଏହାକୁ ସେମାନଙ୍କ ନଗର ଅଫ୍ରାରେ ରଖିଲେ। ଏବଂ ଇସ୍ରାଏଲର ସମସ୍ତ ଲୋକମାନେ ସେହି ଏଫୋଦକୁ ଉପାସନା କଲେ। ଏହିପରି ଭାବରେ, ଏଫୋଦକୁ ଉପାସନା କରି ଇସ୍ରାଏଲବାସୀ ସଦାପ୍ରଭୁଙ୍କ ପ୍ରତି ଅବିଶ୍ୱାସୀ ହେଲେ। ଏହି ଏଫୋଦ ଗିଦିୟୋନଙ୍କ ଓ ତାଙ୍କ ପରିବାର ପ୍ରତି ଏକ ଫାନ୍ଦ ସ୍ୱରୂପ ହେଲା, ଯାହାକି ସେମାନଙ୍କର ପାପର କାରଣ ହେଲା।