Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 28:7 - ପବିତ୍ର ବାଇବଲ

7 ଏହାର ଦୁଇ ମୁଣ୍ଡରେ ପରସ୍ପର ସଂଯୁକ୍ତ ଦୁଇ ସ୍କନ୍ଧପଟି ରହିବ। ଏହିପରି ଭାବରେ ତାହା ଯୁକ୍ତ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ତହିଁର ଦୁଇ ମୁଣ୍ତରେ ପରସ୍ପର ସଂଯୁକ୍ତ ଦୁଇ ସ୍କନ୍ଧପଟି ରହିବ; ଏହିରୂପେ ତାହା ଯୁକ୍ତ ହେବ।

Gade chapit la Kopi

ଓଡିଆ ବାଇବେଲ

7 ତହିଁର ଦୁଇ ମୁଣ୍ଡରେ ପରସ୍ପର ସଂଯୁକ୍ତ ଦୁଇ ସ୍କନ୍ଧପଟି ରହିବ; ଏହିରୂପେ ତାହା ଯୁକ୍ତ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ତହିଁର ଦୁଇ ମୁଣ୍ଡରେ ପରସ୍ପର ସଂଯୁକ୍ତ ଦୁଇ ସ୍କନ୍ଧପଟି ରହିବ; ଏହିରୂପେ ତାହା ଯୁକ୍ତ ହେବ।

Gade chapit la Kopi




ଯାତ୍ରା ପୁସ୍ତକ 28:7
5 Referans Kwoze  

ସେମାନେ ଏଫୋଦ ପାଇଁ ସ୍କନ୍ଦ ପଟି ତିଆରି କଲେ। ଏହା ପରେ ସେମାନେ ପ୍ରତ୍ୟେକର କାନିକୁ ଏଫୋଦର ଦୁଇ ମୁଣ୍ଡ ସହିତ ଯୋଡ଼ି ଦେଲେ।


“ସେମାନେ ନୀଳ, ଧୂମ୍ର, ସିନ୍ଦୁରବର୍ଣ୍ଣ ଓ ବଳା ଶୁଭ୍ର କ୍ଷୋମ ସୁତ୍ରରେ ନିପୁଣ ଶିଳ୍ପକାରର କର୍ମ ଦ୍ୱାରା ସେହି ଏଫୋଦ ବସ୍ତ୍ର ପ୍ରସ୍ତୁତ କରନ୍ତୁ।


“ଏଫୋଦର ଯେଉଁ ଚିତ୍ରିତ ପଟୁକା ତହିଁ ଉପରେ ରହିବ, ତହିଁର ଚିତ୍ରିତ କର୍ମ ସେହି ବସ୍ତ୍ର ଅନୁସାରେ ହେବ। ଅର୍ଥାତ୍ ସ୍ୱର୍ଣ୍ଣରେ ନୀଳ ଓ ଧୂମ୍ର ଓ ସିନ୍ଦୁରବର୍ଣ୍ଣ ଓ ବଳା ଶୁଭ୍ର କ୍ଷୋମ ସୂତ୍ରରେ ହେବ।


ଦୁଇ ସୁବର୍ଣ୍ଣ ହାରର ଦୁଇ ମୁଣ୍ଡକୁ ଏଫୋଦର ସ୍କନ୍ଧ ପଟିରେ ବାନ୍ଧ।


ମୋଟା ଜଞ୍ଜିରର ଦୁଇ ମୁଣ୍ଡ ଦୁଇ ଆଧାରରେ ବନ୍ଦ କରି ଏଫୋଦ ବସ୍ତ୍ର ସମ୍ମୁଖସ୍ଥ ଦୁଇ ସ୍କନ୍ଦପଟି ଉପରେ ରଖିଲେ।


Swiv nou:

Piblisite


Piblisite