ଯାତ୍ରା ପୁସ୍ତକ 28:9 - ପବିତ୍ର ବାଇବଲ9 “ଦୁଇଟି ଗୋମେଦକମଣି ନେଇ ତହିଁ ଉପରେ ଇସ୍ରାଏଲ ପୁତ୍ରମାନଙ୍କ ନାମ ଖୋଦିତ କରିବ। Gade chapit laପବିତ୍ର ବାଇବଲ (Re-edited) - (BSI)9 ଅନନ୍ତର ତୁମ୍ଭେ ଦୁଇ ଗୋମେଦକ ମଣିଘେନି ତହିଁ ଉପରେ ଇସ୍ରାଏଲ-ପୁତ୍ରମାନଙ୍କ ନାମ ଖୋଳିବ। Gade chapit laଓଡିଆ ବାଇବେଲ9 ଏଥିଉତ୍ତାରେ ତୁମ୍ଭେ ଦୁଇ ଗୋମେଦକ ମଣି ଘେନି ତହିଁ ଉପରେ ଇସ୍ରାଏଲର ପୁତ୍ରମାନଙ୍କ ନାମ ଖୋଦିତ କରିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଏଥିଉତ୍ତାରେ ତୁମ୍ଭେ ଦୁଇ ଗୋମେଦକ ମଣି ଘେନି ତହିଁ ଉପରେ ଇସ୍ରାଏଲର ପୁତ୍ରମାନଙ୍କ ନାମ ଖୋଦିତ କରିବ। Gade chapit la |
ପରମେଶ୍ୱରଙ୍କ ମନ୍ଦିର ନିର୍ମାଣ କରିବା ନିମନ୍ତେ ମୁଁ ମୋର ସାଧ୍ୟମତେ ଯୋଜନା ପାଇଁ ଚେଷ୍ଟା କରିଅଛି। ମୁଁ ସୁବର୍ଣ୍ଣରେ ନିର୍ମିତ ହେବାକୁ ଥିବା ସାମଗ୍ରୀଗୁଡ଼ିକ ନିମନ୍ତେ ସୁବର୍ଣ୍ଣ ଦେଇଅଛି। ମୁଁ ରୌପ୍ୟରେ ନିର୍ମିତ ହେବାକୁ ଥିବା ସାମଗ୍ରୀଗୁଡ଼ିକ ନିମନ୍ତେ ରୌପ୍ୟ ଦେଇଅଛି। ମୁଁ ପିତ୍ତଳରେ ନିର୍ମିତ ହେବାକୁ ଥିବା ସାମଗ୍ରୀଗୁଡ଼ିକ ନିମନ୍ତେ ପିତ୍ତଳ ଦେଇଅଛି। ମୁଁ ଲୌହର ନିର୍ମିତ ହେବାକୁ ଥିବା ସାମଗ୍ରୀଗୁଡ଼ିକ ନିମନ୍ତେ ଲୌହ ଦେଇଅଛି। ମୁଁ କାଠର ନିର୍ମିତ ହେବାକୁ ଥିବା ସାମଗ୍ରୀଗୁଡ଼ିକ ନିମନ୍ତେ କାଠ ଦେଇଅଛି। ମୁଁ ଚିତ୍ରବିଚିତ୍ର ଟାଇଲ୍ ଓ ପ୍ରସ୍ତର ଖୋଦନ କାର୍ଯ୍ୟ ପାଇଁ ଓ ଗୋମେଦକମଣି ଓ ସମସ୍ତ ପ୍ରକାର ବିଭିନ୍ନ ରଙ୍ଗର ବହୁମୂଲ୍ୟ ପ୍ରସ୍ତର ଓ ଶୁଭ୍ର ମାର୍ବଲ ପ୍ରସ୍ତର ଦେଇଅଛି। ସଦାପ୍ରଭୁଙ୍କ ମନ୍ଦିର ନିର୍ମାଣ କାର୍ଯ୍ୟ ନିମନ୍ତେ ମୁଁ ଏହି ପ୍ରକାର ଅନେକ ଅନେକ ସାମଗ୍ରୀ ଦେଇଅଛି।