ଯାତ୍ରା ପୁସ୍ତକ 29:11 - ପବିତ୍ର ବାଇବଲ11 ଏହା ପରେ ସେହି ବାଛୁରିକୁ ସେହିଠାରେ ଅର୍ଥାତ୍ ସେହି ପ୍ରବେଶ ଦ୍ୱାର ନିକଟରେ ହତ୍ୟା କର। ଏହା ସଦାପ୍ରଭୁଙ୍କ ସମ୍ମୁଖରେ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)11 ତହୁଁ ତୁମ୍ଭେ ସମାଗମ-ତମ୍ଵୁ ଦ୍ଵାର ସମୀପରେ ସଦାପ୍ରଭୁଙ୍କ ଛାମୁରେ ସେହି ଗୋବତ୍ସକୁ ବଧ କରିବ। Gade chapit laଓଡିଆ ବାଇବେଲ11 ତହୁଁ ତୁମ୍ଭେ ସମାଗମ-ତମ୍ବୁର ଦ୍ୱାର ସମୀପରେ ସଦାପ୍ରଭୁଙ୍କ ଛାମୁରେ ସେହି ଗୋବତ୍ସକୁ ବଧ କରିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ତହୁଁ ତୁମ୍ଭେ ସମାଗମ-ତମ୍ବୁର ଦ୍ୱାର ସମୀପରେ ସଦାପ୍ରଭୁଙ୍କ ଛାମୁରେ ସେହି ଗୋବତ୍ସକୁ ବଧ କରିବ। Gade chapit la |