ଯାତ୍ରା ପୁସ୍ତକ 29:21 - ପବିତ୍ର ବାଇବଲ21 ଏହା ପରେ ଯଜ୍ଞବେଦିର ଉପରିସ୍ଥିତ ରକ୍ତରୁ ଓ ଅଭିଷେକାର୍ଥକ ତୈଳରୁ କିଛି ନେଇ ହାରୋଣ ଉପରେ ଓ ତାହାର ବସ୍ତ୍ର ଉପରେ, ପୁଣି ତାହା ସହିତ ତାହାର ପୁତ୍ରଗଣ ଉପରେ ଓ ସେମାନଙ୍କ ବସ୍ତ୍ର ଉପରେ ଛିଞ୍ଚିବ। ତହିଁରେ ସେ ଓ ତାହା ସହିତ ତାହାର ବସ୍ତ୍ର, ପୁଣି ତାହାର ପୁତ୍ରଗଣ ଓ ସେମାନଙ୍କ ବସ୍ତ୍ର ପବିତ୍ର ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)21 ଅନନ୍ତର ବେଦିର ଉପରିସ୍ଥିତ ରକ୍ତରୁ ଓ ଅଭିଷେକାର୍ଥକ ତୈଳରୁ କିଛି ନେଇ ହାରୋଣ ଉପରେ ଓ ତାହାର ବସ୍ତ୍ର ଉପରେ, ପୁଣି ତାହା ସହିତ ତାହାର ପୁତ୍ରଗଣ ଉପରେ ଓ ସେମାନଙ୍କ ବସ୍ତ୍ର ଉପରେ ଛିଞ୍ଚିବ; ତହିଁରେ ସେ ଓ ତାହା ସହିତ ତାହାର ବସ୍ତ୍ର, ପୁଣି ତାହାର ପୁତ୍ରଗଣ ଓ ସେମାନଙ୍କ ବସ୍ତ୍ର ପବିତ୍ର ହେବ। Gade chapit laଓଡିଆ ବାଇବେଲ21 ଏଥିଉତ୍ତାରେ ବେଦିର ଉପରିସ୍ଥିତ ରକ୍ତରୁ ଓ ଅଭିଷେକାର୍ଥକ ତୈଳରୁ କିଛି ନେଇ ହାରୋଣ ଉପରେ ଓ ତାହାର ବସ୍ତ୍ର ଉପରେ, ପୁଣି, ତାହା ସହିତ ତାହାର ପୁତ୍ରଗଣ ଉପରେ ଓ ସେମାନଙ୍କ ବସ୍ତ୍ର ଉପରେ ଛିଞ୍ଚିବ; ତହିଁରେ ସେ ଓ ତାହା ସହିତ ତାହାର ବସ୍ତ୍ର, ପୁଣି, ତାହାର ପୁତ୍ରଗଣ ଓ ସେମାନଙ୍କ ବସ୍ତ୍ର ପବିତ୍ର ହେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଏଥିଉତ୍ତାରେ ବେଦିର ଉପରିସ୍ଥିତ ରକ୍ତରୁ ଓ ଅଭିଷେକାର୍ଥକ ତୈଳରୁ କିଛି ନେଇ ହାରୋଣ ଉପରେ ଓ ତାହାର ବସ୍ତ୍ର ଉପରେ, ପୁଣି, ତାହା ସହିତ ତାହାର ପୁତ୍ରଗଣ ଉପରେ ଓ ସେମାନଙ୍କ ବସ୍ତ୍ର ଉପରେ ଛିଞ୍ଚିବ; ତହିଁରେ ସେ ଓ ତାହା ସହିତ ତାହାର ବସ୍ତ୍ର, ପୁଣି, ତାହାର ପୁତ୍ରଗଣ ଓ ସେମାନଙ୍କ ବସ୍ତ୍ର ପବିତ୍ର ହେବ। Gade chapit la |
ତା'ହେଲେ ଯେଉଁ ଲୋକ ପରମେଶ୍ୱରଙ୍କ ପୁତ୍ର ପ୍ରତି ଘୃଣା ପ୍ରଦର୍ଶିତ କରେ, ତା’ ପାଇଁ କ’ଣ ଦଣ୍ଡବିଧାନ ହେବା ଉଚିତ୍? ଏହା ନିଶ୍ଚିତ ଯେ ତା'ର ଦଣ୍ଡ ଅଧିକ ଖରାପ ପ୍ରକାରର ହେବ। ନୂତନ ନିୟମ ଆରମ୍ଭ କରି ଥିବା ରକ୍ତ ପ୍ରତି ଯେଉଁ ଲୋକ ଅସମ୍ମାନଭାବ ପ୍ରଦର୍ଶିତ କରିଛି, ଓ ଅନୁଗ୍ରହର ଆତ୍ମା ପ୍ରତି ଘୃଣାଭାବ ପ୍ରଦର୍ଶିତ କରିଛି, ସେହି ଲୋକର ଦଣ୍ଡ ଅଧିକ ଖରାପ ପ୍ରକାରର ହେବ କାରଣ ସେହି ରକ୍ତ ସେହି ଲୋକକୁ ଥରେ ପବିତ୍ର କରିଥିଲା।