Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 29:42 - ପବିତ୍ର ବାଇବଲ

42 “ଏହା ସମାଗମ-ତମ୍ବୁ ଦ୍ୱାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ନିତ୍ୟ ହୋମବଳି ହେବ। ସେହି ସ୍ଥାନରେ ମୁଁ ତୁମ୍ଭ ସହିତ ଆଳାପ କରିବା ନିମନ୍ତେ ତୁମ୍ଭମାନଙ୍କ ସହିତ ସାକ୍ଷାତ କରିବି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

42 ଏହା ସମାଗମ-ତମ୍ଵୁଦ୍ଵାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ନିତ୍ୟ (କର୍ତ୍ତବ୍ୟ) ହୋମ ହେବ; ସେସ୍ଥାନରେ ଆମ୍ଭେ ତୁମ୍ଭ ସହିତ ଆଳାପ କରିବା ନିମନ୍ତେ ତୁମ୍ଭମାନଙ୍କ ସହିତ ସାକ୍ଷାତ କରିବା।

Gade chapit la Kopi

ଓଡିଆ ବାଇବେଲ

42 ଏହା ସମାଗମ-ତମ୍ବୁର ଦ୍ୱାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ନିତ୍ୟ (କର୍ତ୍ତବ୍ୟ) ହୋମ ହେବ; ସେହି ସ୍ଥାନରେ ଆମ୍ଭେ ତୁମ୍ଭ ସହିତ ଆଳାପ କରିବା ନିମନ୍ତେ ତୁମ୍ଭମାନଙ୍କ ସହିତ ସାକ୍ଷାତ କରିବା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

42 ଏହା ସମାଗମ-ତମ୍ବୁର ଦ୍ୱାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ନିତ୍ୟ (କର୍ତ୍ତବ୍ୟ) ହୋମ ହେବ; ସେହି ସ୍ଥାନରେ ଆମ୍ଭେ ତୁମ୍ଭ ସହିତ ଆଳାପ କରିବା ନିମନ୍ତେ ତୁମ୍ଭମାନଙ୍କ ସହିତ ସାକ୍ଷାତ କରିବା।

Gade chapit la Kopi




ଯାତ୍ରା ପୁସ୍ତକ 29:42
10 Referans Kwoze  

ଆଉ ଆମ୍ଭେ ଯେତେବେଳେ ତୁମ୍ଭକୁ ସାକ୍ଷାତ କରିବା ଓ ପାପାଚ୍ଛାଦନର ଉପରି ଭାଗରୁ ଅର୍ଥାତ୍ ଚୁକ୍ତି ସିନ୍ଦୁକର ଉପରିସ୍ଥ କିରୂବଦୂତଗଣ ମଧ୍ୟରୁ ତୁମ୍ଭ ସଙ୍ଗେ ଆଳାପ କରି ଇସ୍ରାଏଲ ସନ୍ତାନଗଣ ବିଷୟକ ଆମ୍ଭେ ସମସ୍ତ ଆଜ୍ଞା ତୁମ୍ଭକୁ ଜଣାଇବା।


ହାରୋଣ ଓ ତା'ର ପୁତ୍ରମାନେ ପରଦା ପଛରେ ଥିବା ନିୟମ-ସିନ୍ଦୁକ ଓ ଏହାର ସମ୍ମୁଖରେ ଥିବା ଏହାକୁ ସନ୍ଧ୍ୟାରୁ ସକାଳ ପର୍ଯ୍ୟନ୍ତ ପ୍ରସ୍ତୁତ ରଖିବା ଉଚିତ୍। ଏହି ବ୍ୟବସ୍ଥା ଇସ୍ରାଏଲ ଲୋକମାନଙ୍କ ପାଇଁ ସର୍ବଦା ପ୍ରଜୁଯ୍ୟ ହେବ।”


ସନ୍ଧ୍ୟା ସମୟରେ ଯେତେବେଳେ ଦ୍ୱିତୀୟ ମେଷ ଶାବକକୁ ଉତ୍ସର୍ଗ କରିବ, ପ୍ରଭାତରେ ଭକ୍ଷ୍ୟ ନୈବେଦ୍ୟ ଓ ପେୟନୈବେଦ୍ୟ ପ୍ରମାଣେ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନି ଉପହାର ସ୍ୱରୂପେ ତାହା ଉତ୍ସର୍ଗ କରିବ।


ସେହି ସ୍ଥାନରେ ମୁଁ ଇସ୍ରାଏଲ ଲୋକମାନଙ୍କ ସହିତ ସାକ୍ଷାତ କରିବି। ମୋର ମହିମାରେ ତମ୍ବୁଟି ପବିତ୍ର ହେବ।


ତହିଁରୁ କିଛି ଚୂର୍ଣ୍ଣ କରି ଯେଉଁ ସମାଗମ-ତମ୍ବୁରେ ଆମ୍ଭେ ତୁମ୍ଭ ସହିତ ସାକ୍ଷାତ କରିବା, ତହିଁ ମଧ୍ୟରେ ନିୟମ-ସିନ୍ଦୁକ ମଧ୍ୟରେ ରଖିବ। ତାହା ତୁମ୍ଭମାନଙ୍କ ପ୍ରତି ମହାପବିତ୍ର ହେବ।


ମୋଶା ତମ୍ବୁ ନେଇ ଛାଉଣିଠାରୁ କିଛି ଦୂରରେ ଅଲଗା ଛାଉଣି ସ୍ଥାପନ କଲେ। ସେ ସେହି ତମ୍ବୁର ନାମ “ସମାଗମ-ତମ୍ବୁ ଦେଲେ।” ଯେଉଁ ଲୋକ ସଦାପ୍ରଭୁଙ୍କ ଇଚ୍ଛା ବିଷୟରେ ଜାଣିବାକୁ ଗ୍ଭହିଁଲେ ତାଙ୍କୁ ସେହି ସମାଗମ-ତମ୍ବୁକୁ ଯିବାକୁ ପଡ଼ିଲା।


ସମାଗମ-ତମ୍ବୁର ପବିତ୍ର ସିନ୍ଦୁକ ସମ୍ମୁଖରେ ଏହିସବୁ ଆଶାବାଡ଼ି ସେହିଠାରେ ରଖ, ଯେଉଁ ସ୍ଥାନରେ ମୁଁ ତୁମ୍ଭ ସହିତ ଦେଖା କରେ।


“ପୁଣି ତହିଁର ଏକ ମେଷବତ୍ସ ନିମନ୍ତେ ଏକ ହିନର ଚତୁର୍ଥାଂଶ ପେୟନୈବେଦ୍ୟ ଦେବ। ତୁମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ପେୟନୈବେଦ୍ୟରୂପେ ଦ୍ରାକ୍ଷାରସ ଢାଳିବ।


ଏହିରୂପେ ଲୋକମାନେ ନିତ୍ୟ ହୋମବଳି ରୂପେ ପ୍ରତି ପ୍ରଭାତରେ ମେଷଛୁଆ, ଭକ୍ଷ୍ୟ ନୈବେଦ୍ୟ ଓ ତୈଳ ଉତ୍ସର୍ଗ କରିବେ।”


ତା'ପରେ କେହି ଜଣେ ମୋତେ କହିବାର ମୁଁ ଶୁଣିଲି, ଯେତେବେଳେ ଲୋକଟି ମୋ’ ପାଖରେ ଛିଡ଼ା ହେଉଥିଲେ।


Swiv nou:

Piblisite


Piblisite