ଯାତ୍ରା ପୁସ୍ତକ 29:43 - ପବିତ୍ର ବାଇବଲ43 ସେହି ସ୍ଥାନରେ ମୁଁ ଇସ୍ରାଏଲ ଲୋକମାନଙ୍କ ସହିତ ସାକ୍ଷାତ କରିବି। ମୋର ମହିମାରେ ତମ୍ବୁଟି ପବିତ୍ର ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)43 ଆଉ ସେସ୍ଥାନରେ ଆମ୍ଭେ ଇସ୍ରାଏଲ-ସନ୍ତାନଗଣ ସହିତ ସାକ୍ଷାତ କରିବା; ପୁଣି ଆମ୍ଭ ପ୍ରତାପରେ (ତମ୍ଵୁ) ପବିତ୍ରୀକୃତ ହେବ। Gade chapit laଓଡିଆ ବାଇବେଲ43 ଆଉ ସେହି ସ୍ଥାନରେ ଆମ୍ଭେ ଇସ୍ରାଏଲ ସନ୍ତାନଗଣ ସହିତ ସାକ୍ଷାତ କରିବା; ପୁଣି, ଆମ୍ଭ ପ୍ରତାପରେ (ତମ୍ବୁ) ପବିତ୍ରୀକୃତ ହେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT43 ଆଉ ସେହି ସ୍ଥାନରେ ଆମ୍ଭେ ଇସ୍ରାଏଲ-ସନ୍ତାନଗଣ ସହିତ ସାକ୍ଷାତ କରିବା; ପୁଣି, ଆମ୍ଭ ପ୍ରତାପରେ (ତମ୍ବୁ) ପବିତ୍ରୀକୃତ ହେବ। Gade chapit la |
ତୂରୀ ବାଦକ ଓ ଗାୟକ ଲୋକମାନେ ଜଣେ ବ୍ୟକ୍ତି ତୁଲ୍ୟ ଥିଲେ। ଯେତେବେଳେ ସଦାପ୍ରଭୁଙ୍କର ପ୍ରଶଂସା ଓ ଧନ୍ୟବାଦ ଗାନ କରାଗଲା ସେମାନେ ଏକ ଶବ୍ଦ କଲେ। ସେମାନେ ତୂରୀ, ଗିନି ଓ ବାଦ୍ୟଯନ୍ତ୍ର ସହିତ ଉଚ୍ଚସ୍ୱର କଲେ। ସେମାନେ ଏହି ଗୀତ ଗାଇ ସଦାପ୍ରଭୁଙ୍କର ପ୍ରଶଂସା କଲେ, “କାରଣ ସେ ମଙ୍ଗଳମୟ। ତାଙ୍କର ସତ୍ୟ ପ୍ରେମ ଅନନ୍ତକାଳସ୍ଥାୟୀ ଅଟେ।” ଏହା ପରେ, ସଦାପ୍ରଭୁଙ୍କ ମନ୍ଦିର ମେଘ ଦ୍ୱାରା ପୂର୍ଣ୍ଣ ହେଲା।