Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 29:44 - ପବିତ୍ର ବାଇବଲ

44 “ମୁଁ ସମାଗମ-ତମ୍ବୁ ଓ ଯଜ୍ଞବେଦି ପବିତ୍ର କରିବି ଏବଂ ହାରୋଣ ଓ ତା'ର ପୁତ୍ରଗଣକୁ ଯାଜକ ରୂପେ ମୋର ସେବା କରିବା ପାଇଁ ଉତ୍ସର୍ଗ କରିବି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

44 ଆଉ, ଆମ୍ଭେ ସମାଗମ-ତମ୍ଵୁ ଓ ବେଦି ପବିତ୍ର କରିବା, ପୁଣି ଆମ୍ଭର ଯାଜକକର୍ମ କରଣାର୍ଥେ ହାରୋଣକୁ ଓ ତାହାର ପୁତ୍ରଗଣକୁ ପବିତ୍ର କରିବା।

Gade chapit la Kopi

ଓଡିଆ ବାଇବେଲ

44 ଆଉ, ଆମ୍ଭେ ସମାଗମ-ତମ୍ବୁ ଓ ବେଦିକୁ ପବିତ୍ର କରିବା, ପୁଣି, ଆମ୍ଭର ଯାଜକ କର୍ମ କରଣାର୍ଥେ ହାରୋଣକୁ ଓ ତାହାର ପୁତ୍ରଗଣକୁ ପବିତ୍ର କରିବା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

44 ଆଉ, ଆମ୍ଭେ ସମାଗମ-ତମ୍ବୁ ଓ ବେଦିକୁ ପବିତ୍ର କରିବା, ପୁଣି, ଆମ୍ଭର ଯାଜକ କର୍ମ କରଣାର୍ଥେ ହାରୋଣକୁ ଓ ତାହାର ପୁତ୍ରଗଣକୁ ପବିତ୍ର କରିବା।

Gade chapit la Kopi




ଯାତ୍ରା ପୁସ୍ତକ 29:44
8 Referans Kwoze  

ଆଉ ସେ ନିଜ ଲୋକମାନଙ୍କ ମଧ୍ୟରେ ନିଜ ବଂଶ ଅପବିତ୍ର କରିବ ନାହିଁ, କାରଣ ଆମ୍ଭେ ସଦାପ୍ରଭୁ ତାହାକୁ ପବିତ୍ର କରୁ।”


ତେବେ ତୁମ୍ଭେ କାହିଁକି କହୁଛ ଯେ, ମୁଁ ଯାହା କହୁଛି ପରମେଶ୍ୱରଙ୍କ ବିରୁଦ୍ଧରେ କହୁଛି। କାରଣ ମୁଁ କହିଛି, ‘ମୁଁ ପରମେଶ୍ୱରଙ୍କର ପୁତ୍ର।’ ମୋତେ ପରମେଶ୍ୱର ବାଛିଛନ୍ତି ଓ ଏ ଜଗତକୁ ପଠାଇଛନ୍ତି।


ପୁଣି ତାହା ହୋଇପାରେ, ଯଦି ଯାଜକଗଣ ଇସ୍ରାଏଲୀୟମାନଙ୍କୁ ସେମାନଙ୍କର ନିଜର ପବିତ୍ର ନୈବେଦ୍ୟ ଖାଇବା ପାଇଁ ଅନୁମତି ଦେଇ ଜୋରୀମାନା କରି ପାରନ୍ତି। କାରଣ କେବଳ ମୁଁ ଯେ କି ନୈବେଦ୍ୟକୁ ପବିତ୍ର କରିଅଛି।”


“ଏଣୁ ସେମାନେ ମୋର ନିୟମ ଯତ୍ନ ସହକାରେ ରକ୍ଷା କରିବା ଉଚିତ୍। ଯଦି ସେମାନେ ତାହା ନ କରନ୍ତି, ତେବେ ସେଥି ସକାଶେ ସେମାନେ ନିଜ ନିଜ ପାପ ବହନ କରିବେ ଓ ତହିଁରେ ମରିବେ, ମୁଁ ସର୍ବଦା ଆଗାମୀ ସବୁସମୟର ସଦାପ୍ରଭୁ। ଏବଂ ଯାଜକମାନଙ୍କୁ ପବିତ୍ର ହେବାକୁ ମୁଁ ବାଛିଛି।


ସେହି ସ୍ଥାନରେ ମୁଁ ଇସ୍ରାଏଲ ଲୋକମାନଙ୍କ ସହିତ ସାକ୍ଷାତ କରିବି। ମୋର ମହିମାରେ ତମ୍ବୁଟି ପବିତ୍ର ହେବ।


ମୁଁ ଇସ୍ରାଏଲ ଲୋକମାନଙ୍କ ମଧ୍ୟରେ ବାସ କରିବି ଏବଂ ସେମାନଙ୍କର ପରମେଶ୍ୱର ହେବି।


ସଦାପ୍ରଭୁ ତାଙ୍କୁ କହିଲେ, “ତୁମ୍ଭେ ଆମ୍ଭକୁ ଆଗ୍ରହ ଭାବରେ ଯେଉଁ ପ୍ରାର୍ଥନା ଓ ବିନତି କରିଅଛ, ତାହା ଆମ୍ଭେ ଶୁଣିଅଛୁ। ଆମ୍ଭ ନାମକୁ ସଦାକାଳ ସମ୍ମାନ କରିବା ନିମନ୍ତେ ତୁମ୍ଭେ ଏହି ଯେଉଁ ମନ୍ଦିର ନିର୍ମାଣ କରିଅଛ, ତାହା ଆମ୍ଭେ ପବିତ୍ର କଲୁ, ଆମ୍ଭେ ତୁମ୍ଭକୁ କଥା ଦେଇଅଛୁ ଯେ, ଆମ୍ଭର ଧ୍ୟାନ ଓ ପ୍ରେମ ମନ୍ଦିର ପ୍ରତି ରହିବ।


Swiv nou:

Piblisite


Piblisite