Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 29:5 - ପବିତ୍ର ବାଇବଲ

5 ହାରୋଣକୁ ସେହି ସ୍ୱତନ୍ତ୍ର ବସ୍ତ୍ର ପିନ୍ଧାଅ। ଶୁକ୍ଳ ସୂତ୍ରରେ ବୁଣା ଯାଇଥିବା ଗ୍ଭେଗା ଏବଂ ଏଫୋଦର ଗ୍ଭେଗା ଓ ବୁକୁପଟା ସହିତ ପରିଧାନ କରାଇବ। ଆଉ ଚିତ୍ରିତ କଟିବନ୍ଧନ ତାହାର କଟିରେ ବାନ୍ଧ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ସେହି ସମସ୍ତ ବସ୍ତ୍ର ନେଇ ହାରୋଣକୁ ଜାମା ଓ ଏଫୋଦର ଚୋଗା ଓ ଏଫୋଦ ଓ ବୁକୁପଟା ପରିଧାନ କରାଇବ, ଆଉ ଏଫୋଦର ଚିତ୍ରିତ ପଟୁକାରେ ତାହାର କଟି ବାନ୍ଧିବ।

Gade chapit la Kopi

ଓଡିଆ ବାଇବେଲ

5 ତା’ପରେ ସେହି ସମସ୍ତ ବସ୍ତ୍ର ନେଇ ହାରୋଣକୁ ଜାମା, ଏଫୋଦର ଚୋଗା, ଏଫୋଦ ଓ ବୁକୁପଟା ପରିଧାନ କରାଇବ, ଆଉ ଏଫୋଦର ଚିତ୍ରିତ ପଟୁକାରେ ତାହାର କଟି ବାନ୍ଧିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ତାʼପରେ ସେହି ସମସ୍ତ ବସ୍ତ୍ର ନେଇ ହାରୋଣକୁ ଜାମା, ଏଫୋଦର ଚୋଗା, ଏଫୋଦ ଓ ବୁକୁପଟା ପରିଧାନ କରାଇବ, ଆଉ ଏଫୋଦର ଚିତ୍ରିତ ପଟୁକାରେ ତାହାର କଟି ବାନ୍ଧିବ।

Gade chapit la Kopi




ଯାତ୍ରା ପୁସ୍ତକ 29:5
6 Referans Kwoze  

“ନିପୁଣ କାରିଗର ଦ୍ୱାରା ନିପୁଣ ଭାବରେ ବୁକୁପଟା ପ୍ରସ୍ତୁତ କର। ବୁକୁପଟା ଏଫୋଦ ପରି ସୂକ୍ଷ୍ମ ମ‌ଲ୍‌ମଲ୍ ଏବଂ ସୁବର୍ଣ୍ଣ, ନୀଳ, ବାଇଗଣି ଏବଂ ଲାଲ୍ ମ‌ଲ୍‌ମଲ୍ ନିପୁଣ କଳାକୃତିରେ ନିର୍ମାଣ ହେବା ଉଚିତ୍।


“ଏଫୋଦ ନିମନ୍ତେ ସମ୍ପୂର୍ଣ୍ଣ ନୀଳବର୍ଣ୍ଣରେ ଗ୍ଭେଗା ତିଆରି କର।


“ତୁମ୍ଭେ ଜାମାକୁ ବୁଟାଦାର ଶୁଭ୍ର କ୍ଷୋମ ବସ୍ତ୍ରରେ ଓ ପାଗକୁ ଶୁଭ୍ର କ୍ଷୋମ ସୂତ୍ରରେ ପ୍ରସ୍ତୁତ କରିବ। ପୁଣି କଟିବନ୍ଧନ ସୂଚୀକର୍ମ ଦ୍ୱାରା ଚିତ୍ରବିଚିତ୍ର କରିବ।


ତେଣୁ ମୀଖାୟେଲ ଓ ଇଲୀଷାଫନ ମୋଶାଙ୍କ ଆଜ୍ଞା ପାଳନ କଲେ। ସେମାନେ ନାଦବ ଓ ଅବୀହୂର ଶବକୁ ଜାମା ସହିତ ଛାଉଣିର ବାହାରକୁ ନେଇଗଲେ।


Swiv nou:

Piblisite


Piblisite