ଯାତ୍ରା ପୁସ୍ତକ 29:7 - ପବିତ୍ର ବାଇବଲ7 ଏହା ପରେ ଅଭିଷେକାର୍ଥକ ତୈଳ ନେଇ ତାହାର ମସ୍ତକ ଉପରେ ଢାଳି ତାକୁ ଅଭିଷେକ କରିବ। Gade chapit laପବିତ୍ର ବାଇବଲ (Re-edited) - (BSI)7 ଏଉତ୍ତାରେ ଅଭିଷେକାର୍ଥକ ତୈଳ ଘେନି ତାହାର ମସ୍ତକ ଉପରେ ଢ଼ାଳି ତାହାକୁ ଅଭିଷେକ କରିବ। Gade chapit laଓଡିଆ ବାଇବେଲ7 ଏଉତ୍ତାରେ ଅଭିଷେକାର୍ଥକ ତୈଳ ଘେନି ତାହାର ମସ୍ତକ ଉପରେ ଢ଼ାଳି ତାହାକୁ ଅଭିଷେକ କରିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଏଉତ୍ତାରେ ଅଭିଷେକାର୍ଥକ ତୈଳ ଘେନି ତାହାର ମସ୍ତକ ଉପରେ ଢ଼ାଳି ତାହାକୁ ଅଭିଷେକ କରିବ। Gade chapit la |
ସଦାପ୍ରଭୁଙ୍କର ସେବକ କୁହନ୍ତି, “ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମୋ'ଠାରେ ଅଧିଷ୍ଠାନ କରନ୍ତି, କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଗ୍ଭର ପ୍ରଗ୍ଭର କରିବା ପାଇଁ ସଦାପ୍ରଭୁ ମୋତେ ଅଭିଷିକ୍ତ କରିଅଛନ୍ତି। ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ ବନ୍ଦୀ ଲୋକମାନଙ୍କୁ ମୁକ୍ତି ଦେବାକୁ ଓ ନିର୍ବାସିତ ଲୋକମାନଙ୍କୁ କାରାମୁକ୍ତ କରିବାକୁ ପ୍ରଗ୍ଭର କରିବା ନିମନ୍ତେ ମୋତେ ପ୍ରେରଣ କରିଛନ୍ତି।
ଖ୍ରୀଷ୍ଟ ତୁମ୍ଭମାନଙ୍କୁ ଏକ ବିଶେଷ ଦାନ ଦେଇଛନ୍ତି, ତାହା ତୁମ୍ଭଠାରେ ଏପର୍ଯ୍ୟନ୍ତ ଅଛି। ଏଥିପାଇଁ ତୁମ୍ଭର କାହାଠାରୁ ଶିକ୍ଷା ନେବା ଆବଶ୍ୟକ ନାହିଁ। ମାତ୍ର ତାହାଙ୍କଠାରୁ ପ୍ରାପ୍ତ ସେହି ଦାନ ତୁମ୍ଭକୁ ସମସ୍ତ ବିଷୟରେ ଶିକ୍ଷା ଦେଉଛି। ସେ ତୁମ୍ଭକୁ ଦେଇଥିବା ସେହି ଦାନ ସତ୍ୟ ଅଟେ, ମିଥ୍ୟା ନୁହେଁ। ତେଣୁ ତାହାଙ୍କର ସେହି ଦାନର ଶିକ୍ଷାନୁସାରେ ତୁମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ଆଉ ଜୀବନଯାପନ କର।