ଯାତ୍ରା ପୁସ୍ତକ 29:9 - ପବିତ୍ର ବାଇବଲ9 ହାରୋଣର ଓ ତା'ର ପୁତ୍ରମାନଙ୍କର କଟିରେ କଟିବନ୍ଧନ ବାନ୍ଧିଦିଅ ଓ ସେମାନଙ୍କ ମସ୍ତକରେ ପଗଡ଼ି ବାନ୍ଧ। ତହିଁରେ ସେମାନେ ବିଶେଷ ବ୍ୟବସ୍ଥା ଅନୁସାରେ ସର୍ବଦା ଯାଜକ ହେବେ। Gade chapit laପବିତ୍ର ବାଇବଲ (Re-edited) - (BSI)9 ପୁଣି ହାରୋଣକୁ ଓ ତାହାର ପୁତ୍ରଗଣକୁ କଟିବନ୍ଧନ ପରିଧାନ କରାଇବ ଓ ସେମାନଙ୍କ ମସ୍ତକରେ ଶିରୋଭୂଷଣ ବାନ୍ଧିବ; ତହିଁରେ ସେମାନେ ଅନନ୍ତକାଳୀନ ବିଧି ଦ୍ଵାରା ଯାଜକତ୍ଵ ପଦ ପ୍ରାପ୍ତ ହେବେ। ଏହିରୂପେ ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣକୁ ନିଯୁକ୍ତ କରିବ। Gade chapit laଓଡିଆ ବାଇବେଲ9 ପୁଣି, ହାରୋଣକୁ ଓ ତାହାର ପୁତ୍ରଗଣକୁ କଟିବନ୍ଧନ ପରିଧାନ କରାଇବ ଓ ସେମାନଙ୍କ ମସ୍ତକରେ ଶିରୋଭୂଷଣ ବାନ୍ଧିବ; ତହିଁରେ ସେମାନେ ଅନନ୍ତକାଳୀନ ବିଧି ଦ୍ୱାରା ଯାଜକତ୍ୱ ପଦ ପ୍ରାପ୍ତ ହେବେ। ଏହିରୂପେ ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣକୁ ନିଯୁକ୍ତ କରିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ପୁଣି, ହାରୋଣକୁ ଓ ତାହାର ପୁତ୍ରଗଣକୁ କଟିବନ୍ଧନ ପରିଧାନ କରାଇବ ଓ ସେମାନଙ୍କ ମସ୍ତକରେ ଶିରୋଭୂଷଣ ବାନ୍ଧିବ; ତହିଁରେ ସେମାନେ ଅନନ୍ତକାଳୀନ ବିଧି ଦ୍ୱାରା ଯାଜକତ୍ୱ ପଦ ପ୍ରାପ୍ତ ହେବେ। ଏହିରୂପେ ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣକୁ ନିଯୁକ୍ତ କରିବ। Gade chapit la |
“ଏଣୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ତୁମ୍ଭ ଗୃହରୁ ଓ ତୁମ୍ଭ ପିତୃଗୃହରୁ ଚିରଦିନ ପାଇଁ ମୋର ଯାଜକ ହେବ ବୋଲି ମୁଁ ପ୍ରତିଜ୍ଞା କଲି। କିନ୍ତୁ ଏବେ ସଦାପ୍ରଭୁ କହନ୍ତି, ‘ତାହା ଆଉ କେବେ ଘଟିବ ନାହିଁ। କାରଣ ଯେଉଁମାନେ ମୋତେ ସମ୍ମାନ କରନ୍ତି, ମୁଁ ସେମାନଙ୍କୁ ସମ୍ମାନ କରିବି। କିନ୍ତୁ ଯେଉଁମାନେ ମୋତେ ତୁଚ୍ଛଜ୍ଞାନ କରନ୍ତି, ସେମାନଙ୍କୁ ଅସମ୍ମାନ କରାଯିବ।