ଯାତ୍ରା ପୁସ୍ତକ 3:20 - ପବିତ୍ର ବାଇବଲ20 ତେଣୁ ଆମ୍ଭେ ଆପଣା ମହାନ ଶକ୍ତି ମିଶର ବିରୁଦ୍ଧରେ କାର୍ଯ୍ୟ କରାଇବା। ଆମ୍ଭେ ମିଶରରେ ଆଶ୍ଚର୍ଯ୍ୟ କର୍ମମାନ ଘଟାଇବା, ଏହା ଆମ୍ଭେ କରିବା ପରେ ସେ ତୁମ୍ଭମାନଙ୍କୁ ଯିବାକୁ ଦେବ। Gade chapit laପବିତ୍ର ବାଇବଲ (Re-edited) - (BSI)20 ତହିଁରେ ଆମ୍ଭେ ଆପଣା ହସ୍ତ ବିସ୍ତାର କରି ଦେଶ ମଧ୍ୟରେ ଯେ ସକଳ ଆଶ୍ଚର୍ଯ୍ୟ କର୍ମ କରିବା; ତଦ୍ଦ୍ଵାରା ମିସରକୁ ଆଘାତ କଲା ଉତ୍ତାରେ ସେ ତୁମ୍ଭମାନଙ୍କୁ ଯିବାକୁ ଦେବ। Gade chapit laଓଡିଆ ବାଇବେଲ20 ତହିଁରେ ଆମ୍ଭେ ଆପଣା ହସ୍ତ ବିସ୍ତାର କରି ଦେଶ ମଧ୍ୟରେ ଯେ ସକଳ ଆଶ୍ଚର୍ଯ୍ୟ କର୍ମ କରିବା; ତଦ୍ଦ୍ୱାରା ମିସରକୁ ଆଘାତ କଲା ଉତ୍ତାରେ ସେ ତୁମ୍ଭମାନଙ୍କୁ ଯିବାକୁ ଦେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ତହିଁରେ ଆମ୍ଭେ ଆପଣା ହସ୍ତ ବିସ୍ତାର କରି ଦେଶ ମଧ୍ୟରେ ଯେସକଳ ଆଶ୍ଚର୍ଯ୍ୟକର୍ମ କରିବା; ତଦ୍ଦ୍ୱାରା ମିସରକୁ ଆଘାତ କଲା ଉତ୍ତାରେ ସେ ତୁମ୍ଭମାନଙ୍କୁ ଯିବାକୁ ଦେବ। Gade chapit la |
ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ମିଶରରେ ତୁମ୍ଭମାନଙ୍କ ସାକ୍ଷାତରେ ଯେ ସକଳ କର୍ମ କରିଅଛନ୍ତି, ସେହିପରି ପରୀକ୍ଷାସିଦ୍ଧ ପ୍ରମାଣଦ୍ୱାରା ଓ ଚିହ୍ନଦ୍ୱାରା ଓ ଆଶ୍ଚର୍ଯ୍ୟ କର୍ମଦ୍ୱାରା, ଯୁଦ୍ଧଦ୍ୱାରା, ପରାକ୍ରାନ୍ତ ହସ୍ତଦ୍ୱାରା, ବିସ୍ତାରିତ ବାହୁଦ୍ୱାରା ଓ ଭୟଙ୍କର ଆଶ୍ଚର୍ଯ୍ୟ କର୍ମଦ୍ୱାରା ଅନ୍ୟ ଦେଶୀୟ ଲୋକଙ୍କ ମଧ୍ୟରୁ ଆପଣା ନିମନ୍ତେ ଏକ ଗୋଷ୍ଠୀ ଗ୍ରହଣ କରିବାକୁ ଆସି ଉପକ୍ରମ କରିଅଛନ୍ତି।