Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 3:3 - ପବିତ୍ର ବାଇବଲ

3 ତେଣୁ ମୋଶା ନିଶ୍ଚିତ କଲେ, ସେହି ବୁଦା ପାଖକୁ ଯାଇ ଅ‌ଦ୍‌ଭୂତ ଦୃଶ୍ୟ ଦେଖିବାକୁ। କାହିଁକି ଏହି ବୁଦାଟି ନିଆଁରେ ଜଳି ମଧ୍ୟ ନଷ୍ଟ ହେଉ ନାହିଁ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ତେଣୁ ମୋଶା କହିଲେ, ମୁଁ ଏକ ପାଖକୁ ଯାଇ ଏହି ମହାଶ୍ଚର୍ଯ୍ୟ ବିଷୟ ଦେଖିବି, ବୁଦାଟା କାହିଁକି ଦଗ୍ଧ ହେଉ ନାହିଁ।

Gade chapit la Kopi

ଓଡିଆ ବାଇବେଲ

3 ତେଣୁ ମୋଶା କହିଲେ, “ମୁଁ ଏକ ପାଖକୁ ଯାଇ ଏହି ମହାଶ୍ଚର୍ଯ୍ୟ ବିଷୟ ଦେଖିବି, ବୁଦାଟା କାହିଁକି ଦଗ୍ଧ ହେଉ ନାହିଁ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ତେଣୁ ମୋଶା କହିଲେ, “ମୁଁ ଏକ ପାଖକୁ ଯାଇ ଏହି ମହାଶ୍ଚର୍ଯ୍ୟ ବିଷୟ ଦେଖିବି, ବୁଦାଟା କାହିଁକି ଦଗ୍ଧ ହେଉ ନାହିଁ।”

Gade chapit la Kopi




ଯାତ୍ରା ପୁସ୍ତକ 3:3
5 Referans Kwoze  

ମୋଶା ସେ ଦୃଶ୍ୟ ଦେଖି ଅତ୍ୟନ୍ତ ଆଶ୍ଚର୍ଯ୍ୟ ହୋଇଗଲେ। ତାହାକୁ ଭଲଭାବେ ଦେଖିବା ପାଇଁ ନିକଟକୁ ଯିବାବେଳକୁ ସେ ପ୍ରଭୁଙ୍କର ସ୍ୱର ଶୁଣିଲେ:


ସେମାନେ ସଦାପ୍ରଭୁଙ୍କ କରୁଣା ପାଇଁ ତାଙ୍କୁ ଧନ୍ୟବାଦ କରିବା ଉଚିତ୍ କାରଣ ସେ ଲୋକମାନଙ୍କ ପାଇଁ ବହୁତ ଆଶ୍ଚର୍ଯ୍ୟ କର୍ମମାନ କରିଛନ୍ତି।


“ଆୟୁବ, ଗୋଟିଏ ମୁହୂର୍ତ୍ତ ପାଇଁ ବନ୍ଦକର, ଓ ଥରେ ଭାବିଲ ଯେଉଁ ଅଲୌକିକ କାର୍ଯ୍ୟସବୁ ପରମେଶ୍ୱର କରନ୍ତି।


ସେହି ପର୍ବତରେ, ମୋଶା ଦେଖିଲେ ସଦାପ୍ରଭୁଙ୍କର ଦୂତ ଏକ ଜ୍ୱଳନ୍ତା ବୁଦା ମଧ୍ୟରେ ଥିଲେ। ମୋଶା ଦେଖିଲେ, ବୁଦାରେ ଅଗ୍ନି ଲାଗି ଥିଲେ ମଧ୍ୟ ତାହା ଧ୍ୱଂସ ହେଉ ନ ଥିଲା।


Swiv nou:

Piblisite


Piblisite