ଯାତ୍ରା ପୁସ୍ତକ 30:17 - ପବିତ୍ର ବାଇବଲ17 ସଦାପ୍ରଭୁ ମୋଶାଙ୍କୁ କହିଲେ, Gade chapit laପବିତ୍ର ବାଇବଲ (Re-edited) - (BSI)17 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, Gade chapit laଓଡିଆ ବାଇବେଲ17 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, Gade chapit la |
ଶଲୋମନ ଦଶ ଗୋଟି ପ୍ରକ୍ଷାଳନ ପାତ୍ର ନିର୍ମାଣ କଲେ। ସେ ପାଞ୍ଚୋଟି ପ୍ରକ୍ଷାଳନ ପାତ୍ର ସେହି ବୃହତ୍ କୁଣ୍ତର ଦକ୍ଷିଣ ପାର୍ଶ୍ୱରେ ଏବଂ ଅନ୍ୟ ପାଞ୍ଚୋଟି ପ୍ରକ୍ଷାଳନ ପାତ୍ର ତାହାର ବାମ ପାର୍ଶ୍ୱରେ ରଖିଲେ। ହୋମବଳିକୁ ଉତ୍ସର୍ଗ କରିବା ପରେ ଧୋଇବା ନିମନ୍ତେ ଏହି ଦଶ ଗୋଟି ପ୍ରକ୍ଷାଳନ ପାତ୍ର ବ୍ୟବହାର କରାଯାଏ। ମାତ୍ର ବୃହତ୍ ପିତ୍ତଳ କୁଣ୍ଡରେ କେବଳ ଯାଜକମାନେ ପ୍ରକ୍ଷାଳନ କରିବେ।