ଯାତ୍ରା ପୁସ୍ତକ 30:18 - ପବିତ୍ର ବାଇବଲ18 “ପ୍ରକ୍ଷାଳନ କୁଣ୍ଡ ଏବଂ ଏହାର ଆଧାର ସବୁ କଂସାରେ ତିଆରି କର। ପୁଣି ସମାଗମ-ତମ୍ବୁ ଓ ଯଜ୍ଞବେଦି ମଧ୍ୟରେ ପ୍ରକ୍ଷାଳନ କୁଣ୍ଡ ରଖ ଓ ତହିଁ ମଧ୍ୟରେ ଜଳ ପୂର୍ଣ୍ଣ କର। Gade chapit laପବିତ୍ର ବାଇବଲ (Re-edited) - (BSI)18 ତୁମ୍ଭେ ପ୍ରକ୍ଷାଳନାର୍ଥେ ପିତ୍ତଳର କୁଣ୍ତ ଓ ତହିଁର ପିତ୍ତଳର ବୈଠିକି ପ୍ରସ୍ତୁତ କରିବ; ପୁଣି ସମାଗମ-ତମ୍ଵୁ ଓ ବେଦି ମଧ୍ୟସ୍ଥାନରେ ରଖି ତହିଁ ମଧ୍ୟରେ ଜଳ ପୂରାଇବ। Gade chapit laଓଡିଆ ବାଇବେଲ18 “ତୁମ୍ଭେ ପ୍ରକ୍ଷାଳନ ନିମନ୍ତେ ପିତ୍ତଳର କୁଣ୍ଡ ଓ ତହିଁର ପିତ୍ତଳର ବୈଠିକି ପ୍ରସ୍ତୁତ କରିବ; ପୁଣି, ସମାଗମ-ତମ୍ବୁ ଓ ବେଦି ମଧ୍ୟସ୍ଥାନରେ ରଖି ତହିଁ ମଧ୍ୟରେ ଜଳ ପୂରାଇବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 “ତୁମ୍ଭେ ପ୍ରକ୍ଷାଳନ ନିମନ୍ତେ ପିତ୍ତଳର କୁଣ୍ଡ ଓ ତହିଁର ପିତ୍ତଳର ବୈଠିକି ପ୍ରସ୍ତୁତ କରିବ; ପୁଣି, ସମାଗମ-ତମ୍ବୁ ଓ ବେଦି ମଧ୍ୟସ୍ଥାନରେ ରଖି ତହିଁ ମଧ୍ୟରେ ଜଳ ପୂରାଇବ। Gade chapit la |
ଶଲୋମନ ଦଶ ଗୋଟି ପ୍ରକ୍ଷାଳନ ପାତ୍ର ନିର୍ମାଣ କଲେ। ସେ ପାଞ୍ଚୋଟି ପ୍ରକ୍ଷାଳନ ପାତ୍ର ସେହି ବୃହତ୍ କୁଣ୍ତର ଦକ୍ଷିଣ ପାର୍ଶ୍ୱରେ ଏବଂ ଅନ୍ୟ ପାଞ୍ଚୋଟି ପ୍ରକ୍ଷାଳନ ପାତ୍ର ତାହାର ବାମ ପାର୍ଶ୍ୱରେ ରଖିଲେ। ହୋମବଳିକୁ ଉତ୍ସର୍ଗ କରିବା ପରେ ଧୋଇବା ନିମନ୍ତେ ଏହି ଦଶ ଗୋଟି ପ୍ରକ୍ଷାଳନ ପାତ୍ର ବ୍ୟବହାର କରାଯାଏ। ମାତ୍ର ବୃହତ୍ ପିତ୍ତଳ କୁଣ୍ଡରେ କେବଳ ଯାଜକମାନେ ପ୍ରକ୍ଷାଳନ କରିବେ।