ଯାତ୍ରା ପୁସ୍ତକ 30:23 - ପବିତ୍ର ବାଇବଲ23 “ଏହି ଅତ୍ୟୁତ୍ତମ ସୁଗନ୍ଧି ଦ୍ରବ୍ୟ, ଅର୍ଥାତ୍ ପବିତ୍ର ସ୍ଥାନର ଶେକଲ ଅନୁସାରେ ପାଞ୍ଚଶତ ଶେକଲ ନିର୍ମଳ ଗନ୍ଧରସ ଓ ତା'ର ଅଧା ଅର୍ଥାତ୍ ଅଢ଼ାଇଶ ଶେକଲ ସୁଗନ୍ଧି ବାରୁଚିନୀ ଓ ଅଢ଼ାଇଶତ ଶେକଲ ସୁଗନ୍ଧି ବଚ ସଂଗ୍ରହ କର। Gade chapit laପବିତ୍ର ବାଇବଲ (Re-edited) - (BSI)23 ତୁମ୍ଭେ ଆପଣା ନିକଟରେ ଏହିସବୁ ଅତ୍ୟୁତ୍ତମ ସୁଗନ୍ଧି ଦ୍ରବ୍ୟ, ଅର୍ଥାତ୍, ପବିତ୍ର ସ୍ଥାନର ଶେକଲ ଅନୁସାରେ ପାଞ୍ଚଶତ ଶେକଲ ନିର୍ମଳ ଗନ୍ଧରସ ଓ ତହିଁର ଅର୍ଦ୍ଧ, ଅର୍ଥାତ୍, ଅଢ଼ାଇଶତ ଶେକଲ ସୁଗନ୍ଧି ଦାରୁଚିନି ଓ ଅଢ଼ାଇଶତ ଶେକଲ ସୁଗନ୍ଧି ବଚ Gade chapit laଓଡିଆ ବାଇବେଲ23 “ତୁମ୍ଭେ ଆପଣା ନିକଟରେ ଏହିସବୁ ଅତ୍ୟୁତ୍ତମ ସୁଗନ୍ଧି ଦ୍ରବ୍ୟ, ଅର୍ଥାତ୍, ପବିତ୍ର ସ୍ଥାନର ଶେକଲ ଅନୁସାରେ ପାଞ୍ଚଶତ ଶେକଲ ନିର୍ମଳ ଗନ୍ଧରସ ଓ ତହିଁର ଅର୍ଦ୍ଧ, ଅର୍ଥାତ୍, ଅଢ଼ାଇଶତ ଶେକଲ ସୁଗନ୍ଧି ଦାରୁଚିନି, ଅଢ଼ାଇଶତ ଶେକଲ ସୁଗନ୍ଧି, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 “ତୁମ୍ଭେ ଆପଣା ନିକଟରେ ଏହିସବୁ ଅତ୍ୟୁତ୍ତମ ସୁଗନ୍ଧି ଦ୍ରବ୍ୟ, ଅର୍ଥାତ୍, ପବିତ୍ର ସ୍ଥାନର ଶେକଲ ଅନୁସାରେ ପାଞ୍ଚ ଶହ ଶେକଲ ନିର୍ମଳ ଗନ୍ଧରସ ଓ ତହିଁର ଅର୍ଦ୍ଧ, ଅର୍ଥାତ୍, ଅଢ଼ାଇଶତ ଶେକଲ ସୁଗନ୍ଧି ଦାରୁଚିନି, ଅଢ଼ାଇଶତ ଶେକଲ ସୁଗନ୍ଧି, Gade chapit la |
ଶାମୁୟେଲ ଏକ ସ୍ୱତନ୍ତ୍ର ତୈଳପାତ୍ର ନେଇ ଶାଉଲଙ୍କ ମସ୍ତକରେ ତାହା ଢାଳିଲେ ଓ ତାଙ୍କୁ ଚୁମ୍ବନ କରି କହିଲେ, “ସଦାପ୍ରଭୁ ତାଙ୍କ ଲୋକମାନଙ୍କର ନେତା ହେବା ପାଇଁ ତୁମ୍ଭକୁ ଅଭିଷିକ୍ତ କରିଛନ୍ତି। ତୁମ୍ଭେ ତାଙ୍କର ଲୋକମାନଙ୍କୁ ନିମନ୍ତ୍ରଣ କରିବ। ତୁମ୍ଭେ ସେମାନଙ୍କର ଚତୁର୍ଦ୍ଦିଗର ଶତ୍ରୁମାନଙ୍କଠାରୁ ରକ୍ଷା କରିବ। ସଦାପ୍ରଭୁ ତୁମ୍ଭକୁ ନେତା ହେବା ପାଇଁ ଅଭିଷିକ୍ତ କରିଛନ୍ତି। ଏ ଚିହ୍ନ ଏହାର ସତ୍ୟତା ପ୍ରତିପାଦନ କରିବ।