Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 30:27 - ପବିତ୍ର ବାଇବଲ

27 ମେଜ ଓ ତହିଁର ସକଳ ପାତ୍ର ଓ ଦୀପବୃକ୍ଷ ଓ ତହିଁର ସକଳ ଅଂଶ, ଧୂପ ବେଦି,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ପୁଣି ମେଜ ଓ ତହିଁର ସକଳ ପାତ୍ର ଓ ଦୀପବୃକ୍ଷ ଓ ତହିଁର ସକଳ ପାତ୍ର,

Gade chapit la Kopi

ଓଡିଆ ବାଇବେଲ

27 ପୁଣି, ମେଜ, ତହିଁର ସକଳ ପାତ୍ର, ଦୀପବୃକ୍ଷ ଓ ତହିଁର ସକଳ ପାତ୍ର,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ପୁଣି, ମେଜ, ତହିଁର ସକଳ ପାତ୍ର, ଦୀପବୃକ୍ଷ ଓ ତହିଁର ସକଳ ପାତ୍ର,

Gade chapit la Kopi




ଯାତ୍ରା ପୁସ୍ତକ 30:27
3 Referans Kwoze  

ଲୋକେ ଦୀପଟିଏ ଜଳେଇ ତାକୁ ହାଣ୍ଡି ତଳେ ରଖନ୍ତି ନାହିଁ। ଲୋକେ ତାକୁ ଦୀପରୂଖା ଉପରେ ରଖନ୍ତି। ତଦ୍ଦ୍ୱାରା ଦୀପଟି ଘର ଭିତରର ସବୁ ଲୋକଙ୍କୁ ଆଲୋକ ଦିଏ।


ଏହା ନେଇ ତୁମ୍ଭେମାନେ ସମାଗମ-ତମ୍ବୁ ଓ ନିୟମ-ସିନ୍ଦୁକ ଉପରେ ସିଞ୍ଚନ କର।


ହୋମବଳିର ବେଦି ଓ ତହିଁର ସକଳ ଅଂଶ, ପ୍ରକ୍ଷାଳନ ପାତ୍ର ଓ ତହିଁର ରୁଖା।


Swiv nou:

Piblisite


Piblisite