Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 30:28 - ପବିତ୍ର ବାଇବଲ

28 ହୋମବଳିର ବେଦି ଓ ତହିଁର ସକଳ ଅଂଶ, ପ୍ରକ୍ଷାଳନ ପାତ୍ର ଓ ତହିଁର ରୁଖା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

28 ଆଉ ଧୂପବେଦି ଓ ତହିଁର ସକଳ ପାତ୍ର ଓ ପ୍ରକ୍ଷାଳନପାତ୍ର ଓ ତହିଁର ବୈଠିକି ଅଭିଷେକ କରିବ।

Gade chapit la Kopi

ଓଡିଆ ବାଇବେଲ

28 ଆଉ ଧୂପବେଦି, ତହିଁର ସକଳ ପାତ୍ର, ପ୍ରକ୍ଷାଳନ ପାତ୍ର ଓ ତହିଁର ବୈଠିକି ଅଭିଷେକ କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ଆଉ ଧୂପବେଦି, ତହିଁର ସକଳ ପାତ୍ର, ପ୍ରକ୍ଷାଳନ-ପାତ୍ର ଓ ତହିଁର ବୈଠିକି ଅଭିଷେକ କରିବ।

Gade chapit la Kopi




ଯାତ୍ରା ପୁସ୍ତକ 30:28
8 Referans Kwoze  

ସାତ ଦିନ ଯାଏ ଯଜ୍ଞବେଦିକୁ ପ୍ରସ୍ତୁତ କର। ଏହିପରି ଯଜ୍ଞବେଦିଟି ଅତି ପବିତ୍ର ହେବ। ଯାହାକିଛି ଯଜ୍ଞବେଦିକୁ ସ୍ପର୍ଶ କରେ ନିଶ୍ଚୟ ସେସବୁ ପବିତ୍ର ହେବ।


“ପ୍ରକ୍ଷାଳନ କୁଣ୍ଡ ଏବଂ ଏହାର ଆଧାର ସବୁ କଂସାରେ ତିଆରି କର। ପୁଣି ସମାଗମ-ତମ୍ବୁ ଓ ଯଜ୍ଞବେଦି ମଧ୍ୟରେ ପ୍ରକ୍ଷାଳନ କୁଣ୍ଡ ରଖ ଓ ତହିଁ ମଧ୍ୟରେ ଜଳ ପୂର୍ଣ୍ଣ କର।


ମେଜ ଓ ତହିଁର ସକଳ ପାତ୍ର ଓ ଦୀପବୃକ୍ଷ ଓ ତହିଁର ସକଳ ଅଂଶ, ଧୂପ ବେଦି,


ଏହିସବୁ ବସ୍ତୁକୁ ପବିତ୍ର କର। ତହିଁରେ ସେଗୁଡ଼ିକ ମହାପବିତ୍ର ହେବ ଏବଂ ଯାହାକିଛି ସେଗୁଡ଼ିକ ସ୍ପର୍ଶ କରେ ସେସବୁ ନିଶ୍ଚୟ ପବିତ୍ର ହେବ।


ପ୍ରସ୍ତୁତ କରିବା ପାଇଁ ଏବଂ ଯଜ୍ଞବେଦିକୁ ପବିତ୍ର କରିବା ପାଇଁ ତୁମ୍ଭେମାନେ ସାତ ଦିନ ପାଇଁ ପ୍ରତ୍ୟେକ ଦିନ ଏକ ବାଛୁରି ବଳିରୂପେ ଉତ୍ସର୍ଗ କରିବା ଉଚିତ୍। ଉତ୍ସର୍ଗୀତ କରିବା ପାଇଁ ଏହା ଉପରେ ଅଲିଭ ତୈଳ ଢାଳ।


ଦୀପ ପାଇଁ ତୈଳ, ଅଭିଷେକାର୍ଥକ ତୈଳ ପାଇଁ ମସଲା ଓ ଧୂପ।


ଆଉ ତୁମ୍ଭେ ପ୍ରକ୍ଷାଳନ ପାତ୍ର ଓ ତହିଁର ବୈଠିକି ଅଭିଷେକ କରି ପବିତ୍ର କରିବ।


ସେ ଦଶ ଗୋଟି ଖଟୁଲି ଉପରେ ରହିବା ପାଇଁ ଦଶ ଗୋଟି ମାଠିଆ ନିର୍ମାଣ କଲା। ପ୍ରତ୍ୟେକ ମାଠିଆର ବ୍ୟାସ ଗ୍ଭରି ହାତ ଥିଲା ଓ ପ୍ରତ୍ୟେକ ମାଠିଆ ଗ୍ଭଳିଶ୍ ମହଣ ଧାରଣ କରୁଥିଲା।


Swiv nou:

Piblisite


Piblisite