ଯାତ୍ରା ପୁସ୍ତକ 30:30 - ପବିତ୍ର ବାଇବଲ30 “ଏହି ତୈଳକୁ ହାରୋଣ ଏବଂ ତାଙ୍କର ପୁତ୍ରମାନଙ୍କ ଉପରେ ଛିଞ୍ଚି ପବିତ୍ର କର। ଯେଉଁଥିରେ ସେମାନେ ଆମ୍ଭର ଯାଜକ କର୍ମ କରିବା ପାଇଁ ଅଭିଷେକ କରି ପବିତ୍ର କରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)30 ପୁଣି ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣକୁ ଆମ୍ଭର ଯାଜକକର୍ମ କରଣାର୍ଥେ ଅଭିଷେକ କରି ପବିତ୍ର କରିବ। Gade chapit laଓଡିଆ ବାଇବେଲ30 ପୁଣି, ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣକୁ ଆମ୍ଭର ଯାଜକ କର୍ମ କରଣାର୍ଥେ ଅଭିଷେକ କରି ପବିତ୍ର କରିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ପୁଣି, ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣକୁ ଆମ୍ଭର ଯାଜକ କର୍ମ କରଣାର୍ଥେ ଅଭିଷେକ କରି ପବିତ୍ର କରିବ। Gade chapit la |