Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 30:36 - ପବିତ୍ର ବାଇବଲ

36 ତହିଁରୁ କିଛି ଚୂର୍ଣ୍ଣ କରି ଯେଉଁ ସମାଗମ-ତମ୍ବୁରେ ଆମ୍ଭେ ତୁମ୍ଭ ସହିତ ସାକ୍ଷାତ କରିବା, ତହିଁ ମଧ୍ୟରେ ନିୟମ-ସିନ୍ଦୁକ ମଧ୍ୟରେ ରଖିବ। ତାହା ତୁମ୍ଭମାନଙ୍କ ପ୍ରତି ମହାପବିତ୍ର ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

36 ତହିଁରୁ କିଛି ଚୂର୍ଣ୍ଣ କରି ଯେଉଁ ସମାଗମ-ତମ୍ଵୁରେ ଆମ୍ଭେ ତୁମ୍ଭ ସହିତ ସାକ୍ଷାତ କରିବା, ତହିଁ ମଧ୍ୟରେ ସାକ୍ଷ୍ୟସିନ୍ଦୁକ ସମ୍ମୁଖରେ ରଖିବ; ତାହା ତୁମ୍ଭମାନଙ୍କ ପ୍ରତି ମହାପବିତ୍ର ହେବ।

Gade chapit la Kopi

ଓଡିଆ ବାଇବେଲ

36 ତହିଁରୁ କିଛି ଚୂର୍ଣ୍ଣ କରି ଯେଉଁ ସମାଗମ-ତମ୍ବୁରେ ଆମ୍ଭେ ତୁମ୍ଭ ସହିତ ସାକ୍ଷାତ କରିବା, ତହିଁ ମଧ୍ୟରେ ସାକ୍ଷ୍ୟ ସିନ୍ଦୁକ ସମ୍ମୁଖରେ ରଖିବ; ତାହା ତୁମ୍ଭମାନଙ୍କ ପ୍ରତି ମହାପବିତ୍ର ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

36 ତହିଁରୁ କିଛି ଚୂର୍ଣ୍ଣ କରି ଯେଉଁ ସମାଗମ-ତମ୍ବୁରେ ଆମ୍ଭେ ତୁମ୍ଭ ସହିତ ସାକ୍ଷାତ କରିବା, ତହିଁ ମଧ୍ୟରେ ସାକ୍ଷ୍ୟ-ସିନ୍ଦୁକ ସମ୍ମୁଖରେ ରଖିବ; ତାହା ତୁମ୍ଭମାନଙ୍କ ପ୍ରତି ମହାପବିତ୍ର ହେବ।

Gade chapit la Kopi




ଯାତ୍ରା ପୁସ୍ତକ 30:36
7 Referans Kwoze  

ଆଉ ଆମ୍ଭେ ଯେତେବେଳେ ତୁମ୍ଭକୁ ସାକ୍ଷାତ କରିବା ଓ ପାପାଚ୍ଛାଦନର ଉପରି ଭାଗରୁ ଅର୍ଥାତ୍ ଚୁକ୍ତି ସିନ୍ଦୁକର ଉପରିସ୍ଥ କିରୂବଦୂତଗଣ ମଧ୍ୟରୁ ତୁମ୍ଭ ସଙ୍ଗେ ଆଳାପ କରି ଇସ୍ରାଏଲ ସନ୍ତାନଗଣ ବିଷୟକ ଆମ୍ଭେ ସମସ୍ତ ଆଜ୍ଞା ତୁମ୍ଭକୁ ଜଣାଇବା।


“ତୁମ୍ଭେ ଆପଣା ଭ୍ରାତା ହାରୋଣଙ୍କୁ କୁହ, ଯେପରି ତାଙ୍କର ମୃତ୍ୟୁ ନ ହୁଏ, ଏଥିପାଇଁ ବିଚ୍ଛେଦ ବସ୍ତ୍ର ଭିତରେ ସିନ୍ଦୁକର ଉପରିସ୍ଥ ପାପାଚ୍ଛାଦକ ସମ୍ମୁଖରେ ପବିତ୍ର ସ୍ଥାନରେ ସର୍ବଦା ପ୍ରବେଶ କରିବେ ନାହିଁ। କାରଣ ଆମ୍ଭେ ପାପାଚ୍ଛାଦକ ଉପରେ ମେଘର ଦର୍ଶନ ଦେବା।


ମୁଁ ତୁମ୍ଭକୁ ଯେଉଁ ସ୍ଥାନରେ ସାକ୍ଷାତ କରିବି ତାହା ନିୟମ-ସିନ୍ଦୁକର ସମ୍ମୁଖରେ ଅଛି। ଯେଉଁଟାକି ପରଦା ପାର୍ଶ୍ୱରେ ନିୟମ-ସିନ୍ଦୁକ ଆଚ୍ଛାଦକର ଆଗରେ ଅଛି।


ସଦାପ୍ରଭୁ ମୋଶାଙ୍କୁ ଆଜ୍ଞା ଦେଇଥିବା ଅନୁସାରେ ହାରୋଣ ଏହାକୁ ନିୟମ-ସିନ୍ଦୁକ ସମ୍ମୁଖରେ ରଖିଲେ।


ହାରୋଣ ଓ ତା'ର ପୁତ୍ରମାନେ ପରଦା ପଛରେ ଥିବା ନିୟମ-ସିନ୍ଦୁକ ଓ ଏହାର ସମ୍ମୁଖରେ ଥିବା ଏହାକୁ ସନ୍ଧ୍ୟାରୁ ସକାଳ ପର୍ଯ୍ୟନ୍ତ ପ୍ରସ୍ତୁତ ରଖିବା ଉଚିତ୍। ଏହି ବ୍ୟବସ୍ଥା ଇସ୍ରାଏଲ ଲୋକମାନଙ୍କ ପାଇଁ ସର୍ବଦା ପ୍ରଜୁଯ୍ୟ ହେବ।”


ଏହିସବୁ ମିଶାଇ ସୁଗନ୍ଧି ପ୍ରସ୍ତୁତ କରିବା ପାଇଁ ଏକ ଧୂପକାରକକୁ ଆଣ। ଏଥିରେ ଲବଣ ମଧ୍ୟ ମିଶାଅ। ଏହା ତୁମ୍ଭ ପାଇଁ ଶୁଦ୍ଧ ଓ ପବିତ୍ର ଅଟେ।


Swiv nou:

Piblisite


Piblisite