Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 30:4 - ପବିତ୍ର ବାଇବଲ

4 ସୁବର୍ଣ୍ଣର ବଳୟ ତଳେ ଦୁଇଟି କଣା କର। ଏବଂ ସେଠାରେ ଦୁଇଟି ସୁବର୍ଣ୍ଣର ଆଙ୍କଡ଼ା ଲଗାଅ। ଯଜ୍ଞବେଦିକୁ ସାଙ୍ଗୀ ସାହାଯ୍ୟରେ ବହିନିଅ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ପୁଣି ତହିଁର କାନ୍ଥି ତଳେ ଦୁଇପାର୍ଶ୍ଵର ଦୁଇ କୋଣ ନିକଟରେ ସ୍ଵର୍ଣ୍ଣର ଦୁଇ ଦୁଇ କଡ଼ା କରିବ; ଆଉ ତାହା ବହନାର୍ଥକ ସାଙ୍ଗୀର ଘରା ହେବ।

Gade chapit la Kopi

ଓଡିଆ ବାଇବେଲ

4 ପୁଣି, ତହିଁର କାନ୍ଥି ତଳେ ଦୁଇ ପାର୍ଶ୍ୱର ଦୁଇ କୋଣ ନିକଟରେ ସ୍ୱର୍ଣ୍ଣର ଦୁଇ ଦୁଇ କଡ଼ା କରିବ; ଆଉ ତାହା ବହନାର୍ଥକ ସାଙ୍ଗୀର ଘରା ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ପୁଣି, ତହିଁର କାନ୍ଥି ତଳେ ଦୁଇ ପାର୍ଶ୍ୱର ଦୁଇ କୋଣ ନିକଟରେ ସ୍ୱର୍ଣ୍ଣର ଦୁଇ ଦୁଇ କଡ଼ା କରିବ; ଆଉ ତାହା ବହନାର୍ଥକ ସାଙ୍ଗୀର ଘରା ହେବ।

Gade chapit la Kopi




ଯାତ୍ରା ପୁସ୍ତକ 30:4
8 Referans Kwoze  

ଏହି କଡ଼ାଗୁଡ଼ିକ ଭିତରେ ସାଙ୍ଗୀ ମେଜ ବହନ କରିବ। ଏବଂ ସେଗୁଡ଼ିକ ରି‌ମ୍‌ର ପାଖାପାଖି ରହିବା ଉଚିତ୍।


ପୁଣି ସେହି ବେଦିକୁ ବହିବା ବେଳେ ବେଦିର ଉଭୟ ପାର୍ଶ୍ୱ ଉପରେ କଡ଼ା ମଧ୍ୟରେ ସେହି ସାଙ୍ଗୀ ରଖ।


ପିତ୍ତଳରେ ଏକ ଜାଲି କରିବ ଓ ତା’ ଉପରେ ଗ୍ଭରି କୋଣରେ ପିତ୍ତଳର ଗ୍ଭରିକଡ଼ା କରିବ।


“ସବୁ ଢାଞ୍ଚାଗୁଡ଼ିକୁ ଓ ଖିଲକୁ ଧରି ରଖୁଥିବା ଢାଞ୍ଚାକୁ ସୁବର୍ଣ୍ଣରେ ଆଚ୍ଛାଦନ କର। ସୁବର୍ଣ୍ଣରେ କଡ଼ା ତିଆରି କର।


ସିନ୍ଦୁକ ବହିବା ନିମନ୍ତେ ସିନ୍ଦୁକର ଦୁଇ ପାର୍ଶ୍ୱସ୍ଥ କଡ଼ାରେ ସେହି ସାଙ୍ଗୀ ପ୍ରବେଶ କରାଇବ।


ଏଥିନିମନ୍ତେ ଗ୍ଭରି କୋଣରେ ଗ୍ଭରୋଟି ସୁବର୍ଣ୍ଣର କଡ଼ା ଲଗାଅ। ପ୍ରତ୍ୟେକ ପାଖରେ ଦୁଇଟି କଡ଼ା ଲଗାଅ।


ଏହି ବେଦିର ଉପର ଏବଂ ଚତୁର୍ପାର୍ଶ୍ୱକୁ ନିର୍ମଳ ସୁନାରେ ଆଚ୍ଛାଦନ କର ଏବଂ ଗ୍ଭରିଆଡ଼େ ସୁନା କାନ୍ଥ ଦେବ।


ଏହି ସାଙ୍ଗୀ ମଧ୍ୟ ଶିଟୀମ୍ କାଠରେ ତିଆରି କରିବ। ଏହି ସାଙ୍ଗୀଗୁଡ଼ିକ ସୁବର୍ଣ୍ଣରେ ଛାଉଣି କରାଯିବ।


Swiv nou:

Piblisite


Piblisite