Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 30:9 - ପବିତ୍ର ବାଇବଲ

9 ବିଦେଶୀ ଧୂପ କିମ୍ବା ହୋମବଳି କିମ୍ବା ଶସ୍ୟ ନୈବେଦ୍ୟ ବେଦି ଉପରେ ଉତ୍ସର୍ଗ କର ନାହିଁ ଓ ତହିଁ ଉପରେ ପେୟନୈବେଦ୍ୟ ଢାଳ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ତୁମ୍ଭେମାନେ ତହିଁ ଉପରେ ଇତର ଧୂପ ଅବା ହୋମବଳି କିଅବା ଭକ୍ଷ୍ୟ ନୈବେଦ୍ୟ ଉତ୍ସର୍ଗ କରିବ ନାହିଁ ଓ ତହିଁ ଉପରେ ପେୟ ନୈବେଦ୍ୟ ଢାଳିବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

9 ତୁମ୍ଭେମାନେ ତହିଁ ଉପରେ ଅନ୍ୟ କୌଣସି ଧୂପ ଅବା ହୋମବଳି କିଅବା ଭକ୍ଷ୍ୟ ନୈବେଦ୍ୟ ଉତ୍ସର୍ଗ କରିବ ନାହିଁ ଓ ତହିଁ ଉପରେ ପେୟ ନୈବେଦ୍ୟ ଢାଳିବ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ତୁମ୍ଭେମାନେ ତହିଁ ଉପରେ ଅନ୍ୟ କୌଣସି ଧୂପ ଅବା ହୋମବଳି କିଅବା ଭକ୍ଷ୍ୟ ନୈବେଦ୍ୟ ଉତ୍ସର୍ଗ କରିବ ନାହିଁ ଓ ତହିଁ ଉପରେ ପେୟ-ନୈବେଦ୍ୟ ଢାଳିବ ନାହିଁ।

Gade chapit la Kopi




ଯାତ୍ରା ପୁସ୍ତକ 30:9
3 Referans Kwoze  

ଏହା ପରେ ହାରୋଣଙ୍କ ପୁତ୍ର ନାଦବ ଓ ଅବୀହୂ ପାପ କଲେ। ପ୍ରତ୍ୟେକ ନିଜ ନିଜ ଅଙ୍ଗାରଧାନୀ ନେଇ ତହିଁରେ ଅଗ୍ନି ଦେଇ ତହିଁ ଉପରେ ସୁଗନ୍ଧି ଧୂପ ରଖିଲେ। ସେମାନେ ପରମେଶ୍ୱରଙ୍କ ସମ୍ମୁଖରେ, ତାଙ୍କର ଆଜ୍ଞା ଅନୁସାରେ ଭିନ୍ନ ଅଗ୍ନି ଉତ୍ସର୍ଗ କଲେ।


ପୁଣି ସନ୍ଧ୍ୟା ସମୟରେ ହାରୋଣ ପ୍ରଦୀପ ଜଳାଇବା ସମୟରେ ଧୂପ ଜଳାଇବ, ତହିଁରେ ସେମାନଙ୍କର ପୁରୁଷାନୁକ୍ରମେ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରତ୍ୟେକ ଦିନ ଧୂପ ଜଳାଇବ।


“ହାରୋଣ, ପାପ କ୍ଷମାର୍ଥେ ବର୍ଷକୁ ଥରେ ଦୋଷାର୍ଥକ ବଳି ରକ୍ତ ସହିତ ଯଜ୍ଞବେଦିର ଶିଙ୍ଗ ଉପରେ ପ୍ରସ୍ତୁତ କରିବାର ଦିନ ବ୍ୟବହାର କରିବା ଉଚିତ୍। ହାରୋଣର ବଂଶଧର ପୁରୁଷାନୁକ୍ରମେ ପ୍ରତ୍ୟେକ ବର୍ଷ ଏହା କରିବା ଉଚିତ୍। ଏହି ଯଜ୍ଞବେଦି ସଦାପ୍ରଭୁଙ୍କ ପାଇଁ ମହାପବିତ୍ର।”


Swiv nou:

Piblisite


Piblisite