Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 31:10 - ପବିତ୍ର ବାଇବଲ

10 ଯାଜକ ହାରୋଣ ନିମନ୍ତେ ବିଶେଷ ବସ୍ତ୍ର ସୁନ୍ଦର ଭାବରେ ସିଲାଇ କରାଯାଇଛି, ହାରୋଣର ପୁତ୍ରମାନଙ୍କ ପାଇଁ ବିଶେଷ ବସ୍ତ୍ରମାନ ଯେତେବେଳେ ସେମାନେ ଯାଜକ କର୍ମ କରିବେ ସେତେବେଳେ ସେମାନେ ସେଗୁଡ଼ିକ ପରିଧାନ କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ପୁଣି ସୁଶୋଭିତ ବସ୍ତ୍ର ଓ ଯାଜକକର୍ମ କରଣାର୍ଥେ ହାରୋଣ ଯାଜକର ପବିତ୍ର ବସ୍ତ୍ର ଓ ତାହାର ପୁତ୍ରଗଣର ବସ୍ତ୍ର,

Gade chapit la Kopi

ଓଡିଆ ବାଇବେଲ

10 ପୁଣି, ସୁଶୋଭିତ ବସ୍ତ୍ର, ଯାଜକ କର୍ମ କରଣାର୍ଥେ ହାରୋଣ ଯାଜକର ପବିତ୍ର ବସ୍ତ୍ର ଓ ତାହାର ପୁତ୍ରଗଣର ବସ୍ତ୍ର,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ପୁଣି, ସୁଶୋଭିତ ବସ୍ତ୍ର, ଯାଜକ କର୍ମ କରଣାର୍ଥେ ହାରୋଣ ଯାଜକର ପବିତ୍ର ବସ୍ତ୍ର ଓ ତାହାର ପୁତ୍ରଗଣର ବସ୍ତ୍ର,

Gade chapit la Kopi




ଯାତ୍ରା ପୁସ୍ତକ 31:10
6 Referans Kwoze  

ତା'ପରେ ମୋଶା ହାରୋଣଙ୍କ ପୁତ୍ରଗଣଙ୍କୁ ଆଣି ସେମାନଙ୍କୁ ଜାମା ପିନ୍ଧାଇଲେ, କଟିରେ ସେମାନଙ୍କର କଟିବନ୍ଧନୀ ବାନ୍ଧିଲେ ଓ ସେମାନଙ୍କୁ ଶିରୋଭୂଷଣରେ ଭୂଷିତ କଲେ। ମୋଶା ଏହା ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ କଲେ।


ପବିତ୍ର ସ୍ଥାନର ସେବା ନିମନ୍ତେ ସୁଶୋଭିତ ବୁଣା ବସ୍ତ୍ର, ଏହିସବୁ ବିଶେଷ ବସ୍ତ୍ରଗୁଡ଼ିକ ଯାଜକ ହାରୋଣଙ୍କ ନିମନ୍ତେ, ତାଙ୍କର ପୁତ୍ରମାନଙ୍କର ପରିଧାନ ନିମନ୍ତେ ଅଟେ, ଯେତେବେଳେ ସେମାନେ ଯାଜକ ରୂପେ ସେବା କରନ୍ତି।”


Swiv nou:

Piblisite


Piblisite