ଯାତ୍ରା ପୁସ୍ତକ 31:3 - ପବିତ୍ର ବାଇବଲ3 ଆମ୍ଭେ ପରମେଶ୍ୱରଙ୍କ ଆତ୍ମାରେ ବତ୍ସଲେଲକୁ ପୂର୍ଣ୍ଣ କଲୁ। ସମସ୍ତ କାରିଗରି କାର୍ଯ୍ୟ କରିବାକୁ ଆମ୍ଭେ ତାକୁ ସମସ୍ତ ପ୍ରକାର କୌଶଳ ଓ ଜ୍ଞାନ ଦେଇଅଛୁ। Gade chapit laପବିତ୍ର ବାଇବଲ (Re-edited) - (BSI)3 ପୁଣି ଶିଳ୍ପକର୍ମ, ଅର୍ଥାତ୍, ସ୍ଵର୍ଣ୍ଣ, ରୌପ୍ୟ ଓ ପିତ୍ତଳରେ ଖୋଦନ ଓ ଖଚନାର୍ଥକ ମଣି-କର୍ତ୍ତନ ଓ କାଷ୍ଠ-ଖୋଦନ ପ୍ରଭୃତି Gade chapit laଓଡିଆ ବାଇବେଲ3 ପୁଣି, ଶିଳ୍ପକର୍ମ, ଅର୍ଥାତ୍, ସ୍ୱର୍ଣ୍ଣ, ରୌପ୍ୟ ଓ ପିତ୍ତଳରେ ଖୋଦନ ଓ ଖଚନାର୍ଥକ ମଣି-କର୍ତ୍ତନ ଓ କାଷ୍ଠ-ଖୋଦନ ପ୍ରଭୃତି Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପୁଣି, ଶିଳ୍ପକର୍ମ, ଅର୍ଥାତ୍, ସ୍ୱର୍ଣ୍ଣ, ରୌପ୍ୟ ଓ ପିତ୍ତଳରେ ଖୋଦନ ଓ ଖଚନାର୍ଥକ ମଣି-କର୍ତ୍ତନ ଓ କାଷ୍ଠ ଖୋଦନ ପ୍ରଭୃତି Gade chapit la |
ସଦାପ୍ରଭୁ ସେ ଦୁହିଁଙ୍କୁ ସ୍ୱତନ୍ତ୍ର ଜ୍ଞାନ କୌଶଳରେ ପରିପୂର୍ଣ୍ଣ କରିଛନ୍ତି, ସେମାନେ ଯେକୌଣସି କାର୍ଯ୍ୟମାନ କରି ପାରିବେ। ସେମାନେ କାଠ କାମ, ପିତ୍ତଳ ନିର୍ମିତ କର୍ମମାନ କରି ପାରିବେ। ସେମାନେ ସୁନ୍ଦର କାର୍ଯ୍ୟମାନ ଯଥା: ନୀଳ, ଧୂମ୍ର, ସିନ୍ଦୁରବର୍ଣ୍ଣ ଓ ଶୁଭ୍ର କ୍ଷୋମ ସୂତ୍ରରେ ସୂଚୀ କର୍ମରେ ଓ ତନ୍ତି କର୍ମମାନ କରିବା ନିମନ୍ତେ ଯାବତୀୟ କର୍ମରେ ସେମାନଙ୍କୁ ନିପୁଣ କରିଛନ୍ତି।