Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 31:4 - ପବିତ୍ର ବାଇବଲ

4 ବତ୍ସଲେଲ ଜଣେ ଉଚ୍ଚକୋଟୀର କର୍ମକାର ଏବଂ ସେ ସୁନା, ରୂପା ଓ ପିତ୍ତଳର କାରୁକାର୍ଯ୍ୟମାନ ଉତ୍ତମ ଭାବରେ କରିପାରୁ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ସର୍ବପ୍ରକାର ଶିଳ୍ପକର୍ମ କରଣାର୍ଥେ

Gade chapit la Kopi

ଓଡିଆ ବାଇବେଲ

4 ସର୍ବ ପ୍ରକାର ଶିଳ୍ପକର୍ମ କରଣାର୍ଥେ

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ସର୍ବପ୍ରକାର ଶିଳ୍ପକର୍ମ କରଣାର୍ଥେ

Gade chapit la Kopi




ଯାତ୍ରା ପୁସ୍ତକ 31:4
8 Referans Kwoze  

“ବର୍ତ୍ତମାନ, ଆପଣ ମୋ’ ନିକଟକୁ ସ୍ୱର୍ଣ୍ଣ, ରୌପ୍ୟ, ପିତ୍ତଳ, ଓ ଲୌହ କର୍ମରେ ପାରଦର୍ଶୀ ଏକ ବ୍ୟକ୍ତିକୁ ପଠାଇବାକୁ ମୁଁ ଗ୍ଭହେଁ। ସେହି ବ୍ୟକ୍ତି ବାଇଗଣୀ, ଲାଲ୍ ଏବଂ ନୀଳ ବର୍ଣ୍ଣର ଲୁଗାରେ କାର୍ଯ୍ୟ କରିପାରୁଥିବା ଆବଶ୍ୟକ। ମୋର ବାପାଙ୍କ ଦ୍ୱାରା ମନୋନୀତ କାରିଗରମାନଙ୍କ ସହ ସେହି ବ୍ୟକ୍ତି ଯିହୁଦା ଏବଂ ଯିରୁଶାଲମରେ କାର୍ଯ୍ୟ କରିବ।


ହୀରମ୍ ଇସ୍ରାଏଲର ନପ୍ତାଲି ବଂଶୀୟ ଏକ ବିଧବା ସ୍ତ୍ରୀର ପୁତ୍ର, ତା'ର ପିତା ସୋର ନଗରର ଏକ କଂସାରି ଥିଲା। ହୀରମ୍ ଜଣେ ନିପୁଣ ପିତ୍ତଳ କାରୀଗର ଥିଲା। ରାଜା ଶଲୋମନ ସେହି ଅଭିଜ୍ଞ କାରୀଗରକୁ ପିତ୍ତଳ ତିଆରି କାର୍ଯ୍ୟରେ ନିଯୁକ୍ତ କଲେ।


“ନିପୁଣ କାରିଗର ଦ୍ୱାରା ନିପୁଣ ଭାବରେ ବୁକୁପଟା ପ୍ରସ୍ତୁତ କର। ବୁକୁପଟା ଏଫୋଦ ପରି ସୂକ୍ଷ୍ମ ମ‌ଲ୍‌ମଲ୍ ଏବଂ ସୁବର୍ଣ୍ଣ, ନୀଳ, ବାଇଗଣି ଏବଂ ଲାଲ୍ ମ‌ଲ୍‌ମଲ୍ ନିପୁଣ କଳାକୃତିରେ ନିର୍ମାଣ ହେବା ଉଚିତ୍।


ସଦାପ୍ରଭୁ ମୋଶାଙ୍କୁ କହିଲେ, “ପବିତ୍ର ତମ୍ବୁଟି ମୋଟା ନାଇଲନ ସୂତାର ଦଶ ଗୋଟି କପଡ଼ାରେ ନିର୍ମିତ ହେବ। ସେହି କପଡ଼ା ସବୁ ନୀଳ, ବାଇଗଣୀ ଓ ଲାଲ ସୂତାରେ ନିର୍ମିତ ହେବ ଏବଂ ତହିଁରେ କିରୂବଦୂତଗଣଙ୍କର ଛବି ସିଲେଇ କରାଯିବ।


ଆମ୍ଭେ ପରମେଶ୍ୱରଙ୍କ ଆତ୍ମାରେ ବତ୍ସଲେଲକୁ ପୂର୍ଣ୍ଣ କଲୁ। ସମସ୍ତ କାରିଗରି କାର୍ଯ୍ୟ କରିବାକୁ ଆମ୍ଭେ ତାକୁ ସମସ୍ତ ପ୍ରକାର କୌଶଳ ଓ ଜ୍ଞାନ ଦେଇଅଛୁ।


ବତ୍ସଲେଲ ସୁନ୍ଦର ଗହଣାମାନ ତିଆରି କରିପାରୁଥିଲେ। ସେ ମଧ୍ୟ ସୁନ୍ଦର କାଠ କର୍ମମାନ କରିପାରୁ ଥିଲେ। ବତ୍ସଲେଲ ସର୍ବପ୍ରକାର କାର୍ଯ୍ୟରେ ନିପୁଣ ଥିଲେ।


Swiv nou:

Piblisite


Piblisite