Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 31:5 - ପବିତ୍ର ବାଇବଲ

5 ବତ୍ସଲେଲ ସୁନ୍ଦର ଗହଣାମାନ ତିଆରି କରିପାରୁଥିଲେ। ସେ ମଧ୍ୟ ସୁନ୍ଦର କାଠ କର୍ମମାନ କରିପାରୁ ଥିଲେ। ବତ୍ସଲେଲ ସର୍ବପ୍ରକାର କାର୍ଯ୍ୟରେ ନିପୁଣ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ତାହାକୁ ଜ୍ଞାନ, ବୃଦ୍ଧି, ବିଦ୍ୟା ଓ କର୍ମନୈପୁଣ୍ୟଦାୟକ ପରମେଶ୍ଵରଙ୍କ ଆତ୍ମାରେ ପରିପୂର୍ଣ୍ଣ କଲୁ।

Gade chapit la Kopi

ଓଡିଆ ବାଇବେଲ

5 ତାହାକୁ ଜ୍ଞାନ, ବୃଦ୍ଧି, ବିଦ୍ୟା ଓ କର୍ମନୈପୁଣ୍ୟଦାୟକ ପରମେଶ୍ୱରଙ୍କ ଆତ୍ମାରେ ପରିପୂର୍ଣ୍ଣ କରିଅଛୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ତାହାକୁ ଜ୍ଞାନ, ବୃଦ୍ଧି, ବିଦ୍ୟା ଓ କର୍ମନୈପୁଣ୍ୟ-ଦାୟକ ପରମେଶ୍ୱରଙ୍କ ଆତ୍ମାରେ ପରିପୂର୍ଣ୍ଣ କରିଅଛୁ।

Gade chapit la Kopi




ଯାତ୍ରା ପୁସ୍ତକ 31:5
4 Referans Kwoze  

ବତ୍ସଲେଲ ଜଣେ ଉଚ୍ଚକୋଟୀର କର୍ମକାର ଏବଂ ସେ ସୁନା, ରୂପା ଓ ପିତ୍ତଳର କାରୁକାର୍ଯ୍ୟମାନ ଉତ୍ତମ ଭାବରେ କରିପାରୁ ଥିଲେ।


ଅହଲୀୟାବକୁ ସାହାଯ୍ୟ କରିବା ପାଇଁ ଆମ୍ଭେ ତାକୁ ବାଛିଅଛୁ। ସେ ହେଉଛି ଦାନ ପରିବାରବର୍ଗର ଅହୀଷାମକର ପୁତ୍ର। ଆମ୍ଭେ ତାଙ୍କୁ ଏବଂ ସମସ୍ତ ଜ୍ଞାନମନା ଲୋକମାନଙ୍କୁ ଜ୍ଞାନରେ ଭରପୁର କଲୁ। ଆମ୍ଭେ ସେମାନଙ୍କର ସମସ୍ତଙ୍କୁ କୌଶଳ ପ୍ରଦାନ କରିଅଛୁ ଏବଂ ସେମାନେ ଆମ୍ଭ ପାଇଁ କାର୍ଯ୍ୟ କରିବେ।


ବାସ୍ତବରେ କୌଣସି ବ୍ୟକ୍ତି ଆମ୍ଭର ପରମେଶ୍ୱରଙ୍କୁ ଭିତରେ ରଖିବା ପାଇଁ ଏକ ଗୃହ ନିର୍ମାଣ କରି ପାରିବ ନାହିଁ। ଏପରିକି ସ୍ୱର୍ଗ ବା ସର୍ବୋଚ୍ଚ ସ୍ୱର୍ଗ ମଧ୍ୟ ତାଙ୍କୁ ଧାରଣ କରି ପାରିବ ନାହିଁ। ମୁଁ ମଧ୍ୟ ପରମେଶ୍ୱରଙ୍କ ନିମନ୍ତେ ଏକ ମନ୍ଦିର ନିର୍ମାଣ କରି ପାରିବି ନାହିଁ। କେବଳ ତାଙ୍କଠାରେ ନୈବେଦ୍ୟ ଉତ୍ସର୍ଗ କରିବା ପାଇଁ ଏକ ସ୍ଥାନ ନିର୍ମାଣ କରିପାରେ।


Swiv nou:

Piblisite


Piblisite